OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 25th May 2020

Odia Rashiphala

Odia Rashiphala

ଯାତ୍ରା ପାଇଁ ମର୍ଗେ ଉନ୍ମୁକ୍ତ ରହିଛି । କର୍ମକ୍ଷେତ୍ର ଉତ୍ସାହଜନକ ହେବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ଦେବ ଦର୍ଶନର ସୁଯୋଗ ଅଛି । ସରକାରୀ ସ୍ତରରୁ ଲାଭ ମିଳିବ ।
ଯାତ୍ରା ଶୁଭଦାୟକ ହେବ । ଭ୍ରମଣ ସୁଖ ମିଳିବ । ଆକସ୍ମିକ ସମସ୍ୟାରୁ ମୁକ୍ତ ହେବେ । ଧର୍ମପ୍ରିୟ ହୋଇପାରନ୍ତି । ପାଣ୍ଡିତ୍ୟର ପରିପ୍ରକାଶ ଘଟାଇପାରନ୍ତି । ମନ ଚଳ-ଚଞ୍ଚଳ ରହିବ । ବିଭିନ୍ନ ଦିଗରୁ ଅର୍ଥାଗମ ହେବ । ଶିଳ୍ପ ପାଇଁ ଉଦ୍ୟମ କରିବେ ।
ଭଲ ରୋଜଗାର ହେବ । ବନ୍ଧୁ ଅଥବା ସରକାରୀ ସୂତ୍ରରୁ ଲାଭବାନ୍ ହେବେ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହୋଇପାରେ । ସ୍ୱାସ୍ଥ୍ୟ ଅତୁଟ ରହିବ । ଚିନ୍ତାଧାରା ମାର୍ଜିତ ହେବ ।
ଯୋଗାଯୋଗ ମୂଲ୍ୟହୀନ ହୋଇପାରେ । ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି । ପଦ-ପଦବୀ ମିଳିପାରେ । ଖର୍ଚ୍ଚାନ୍ତ ହୋଇପାରନ୍ତି । ସନ୍‌ମାର୍ଗୀ ହେବେ ।
ନିଯକ୍ତି ସୁଯୋଗ ଅଛି । ଆୟ ପରିମାଣ ବୃଦ୍ଧି ପାଇପାରେ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ସରକାରୀ କୃପାରୁ ଅର୍ଥ ମିଳିପାରେ ।
ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିବାକୁ ସକ୍ଷମ ହେବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୁଳ ରହିଛି । ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି ।
ଧୀରେ ସୁସ୍ଥେ କାର୍ଯ୍ୟରେ ଆଗେଇବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । କ୍ଷମତାର ସଦ୍‌ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହୋଇ ପୁରସ୍କୃତ ହୋଇପାରନ୍ତି । ପ୍ରବଚନ ଶୁଣିବାରେ ଆଗ୍ରହୀ ହେବେ ।
ଧର୍ମକୁ ସାଖି ରଖି କାର୍ଯ୍ୟ କରି ଚାଲିବେ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଭୋଗ-ବିଳାସ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଲୋଭ ବା କାମନା ନ ରଖି ସେବା କାର୍ଯ୍ୟରେ ନିୟୋଜିତ ହେବେ ।
ବନ୍ଧୁ ସୁଖ ମିଳିପାରେ । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ସଫଳ ହେବେ । ଶୁଭ ଓ ଅନ୍ୟାନ୍ୟ ଉନ୍ନୟନ କାର୍ଯ୍ୟ କରିବା ପାଇଁ ବାତାବରଣ ଅନୁକୁଳ ରହିଛି । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଆନନ୍ଦ ଉପଭୋଗ କରିବେ ।
ମନୋବଳ ଦୃଢ଼ ରହିବ । ବ୍ୟକ୍ତ କରିଥିବା ମତାମତରୁ ଓହରିବେ ନାହିଁ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭଖବର ପାଇ ଆନନ୍ଦ ଅନୁଭବ କରିପାରନ୍ତି । ଶୁଭକାର୍ଯ୍ୟ କରଣୀୟ । ଋଣପରିଶୋଧ କରି ଆଶ୍ୱସ୍ତ ହେବେ ।
ନାନା ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି । କୌଣସି ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ୱାଦ ପାଇ ଖୁସି ହେବେ । ଦିନଟି ମଧ୍ୟମ ଧରଣର । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଲକ୍ଷ୍ୟ ହାସଲ ପାଇଁ ଉଦ୍ୟମ ଜାରି ରଖିବେ ।
ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟିତ ହୋଇପାରନ୍ତି । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମର ମୂଲ୍ୟ ମିଳିବ । ଉପୁଜି ଥିବା ସମସ୍ୟାର ସୁସମାଧାନ ହୋଇପାରେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments