![]() |
ମନୋବଳ ଦୃଢ଼ ରହିବ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ସାମାନ୍ୟ କଷ୍ଟ ଅନୁଭବ କରିବେ । ପ୍ରେମୀ ଓ ସାହସୀ ହେବେ । ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ । |
କର୍ତ୍ତୃପକ୍ଷଙ୍କ ତରଫରୁ ଚାପ ସୃଷ୍ଟି ହୋଇପାରେ । ପରାମର୍ଶ ନେଇ କାର୍ଯ୍ୟ କରିବାକୁ ପଡ଼ିବ । ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ବିଦ୍ୟାପ୍ରେମୀ ହେବେ । ଧନାଗମ ହେବ । ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ମିଳିବ । | |
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ରଣାଙ୍ଗନରେ ପାରଙ୍ଗମ ହେବେ । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ରହିବେ । | |
ଉପୁଜି ଥିବା ବିବାଦର ସମାଧାନ ହେବ । କାର୍ଯ୍ୟରେ ବାଧା ଦେଖା ଦେଇପାରେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । କାର୍ଯ୍ୟ ହାସଲ କରିବାକୁ ହେଲେ ଖର୍ଚ୍ଚାନ୍ତ ହେବେ । | |
କୃଷି କାର୍ଯ୍ୟର ଅଗ୍ରଗତି ଘଟାଇ ପାରନ୍ତି । କାର୍ଯ୍ୟରେ ସଫଳତା ଲାଭ କରିବେ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ରାଜଦ୍ୱାରରେ ସମ୍ମାନିତ ହେବା ସହ ଅର୍ଥ ପ୍ରାପ୍ତ ହେବ । | |
କାର୍ଯ୍ୟ ହାସଲ କରିବାକୁ ହେଲେ ଅପେକ୍ଷା କରିବାକୁ ପଡ଼ିବ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । | |
ଚିନ୍ତାଧାରା ଉନ୍ନତମାନର ହେବ । ସେବା ପୂଜାରେ ମନୋନିବେଶ କରିବେ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ କଟାଇପାରନ୍ତି । ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ ଓ ସମ୍ପତ୍ତିବାନ୍ ହେବେ । | |
କୌଣସି ଏକ କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି । ସନ୍ମାର୍ଗୀ ହେବା ସହିତ ଯଶସ୍ୱୀ ହେବେ । ଶ୍ରେଷ୍ଠମାନ୍ୟତା ପ୍ରାପ୍ତ ହେବେ । ବିତ୍ତବାନ୍ ହେବେ । ସୌଭାଗ୍ୟ ଉଦୟ ହୋଇଛି; ମାତ୍ର ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ । | |
କାର୍ଯ୍ୟ ସିଦ୍ଧି ପାଇଁ ଯୋଜନା ପ୍ରସ୍ତୁତ କରିବେ । ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି । ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପତ୍ନୀଙ୍କ ସହାୟତା ମିଳିବ । | |
ବ୍ୟବସାୟ ଲାଭଜନକ ହେବ । ମନୋବଳ ବଢ଼ିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି । ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଉପୁଜି ପାରେ । ବଦଖର୍ଚ୍ଚୀ ହୋଇପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । | |
ନୂତନ ଓ ଅଧିକ କାର୍ଯ୍ୟ ବହନ କରିବାକୁ ହାତକୁ ଆଣିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇ ଆର୍ଥିକ ସ୍ଥିତିକୁ ଦୃଢ଼ କରିବେ । ଜ୍ୟୋତିର୍ବିଦ୍ୟାଦି ଗୁପ୍ତ ବିଦ୍ୟା ଉପରେ ରୁଚି ରଖି ପାରନ୍ତି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । | |
ଭ୍ରାତୃ ବିବାଦର ଆପୋଷ ସମାଧାନ ହେବ । ଉଦାର ପ୍ରକୃତିର ହେବେ । ଦାନ-ଧର୍ମକୁ ଶ୍ରେୟ ମଣି ପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ନିଦର୍ଶକ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । କୃଷିକର୍ମକାରୀ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ଓ ବୁଦ୍ଧିମାନ ହେବେ । |
Odia Calendar 2019
Comments
comments