OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 28th January 2019

Odia Rashiphala

Odia Rashiphala

କର୍ମ ଚଞ୍ଚଳ ରହିବେ । ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭ କାର୍ଯ୍ୟ ପାଇଁ ସମୟ ପ୍ରଶସ୍ତ ରହିଛି । ସୁଖାଦ୍ୟ ମିଳିବ । ଆନନ୍ଦ ଉପଭୋଗ କରିବେ ।
ବିଷାଦିତ ମାନସିକତାରେ ପରିବର୍ତ୍ତନ ଘଟିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭ ଖବର ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଋଣ ପରିଶୋଧ କରିବାରେ ସକ୍ଷମ ହେବେ ।
ବନ୍ଧୁ ମିଳନରେ ଆନନ୍ଦ ଅନୁଭବ କରିବେ । ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ଅଧ୍ୟୟନରତ ହୋଇପାରନ୍ତି । ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ସୁ-ସମ୍ବାଦ ପାଇ ଖୁସି ହେବେ । ଦିନଟି ମଧ୍ୟମ ଧରଣର । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହୋଇପାରେ ।
ପରିସ୍ଥିତି ପ୍ରତି ସଜାଗ ରହିବାକୁ ପଡ଼ିବ । ପ୍ରତିଶୋଧ ପରାୟଣ ହୋଇପାରନ୍ତି । କେତେକ କ୍ଷେତ୍ରରେ ଭୁଲବୁଝାବଣା ଘଟିପାରେ । ପରିଶ୍ରମ ଅଧିକ ହେଲେ ବି ତା’ର ମୂଲ୍ୟ ମିଳିବ । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି ।
ଧନ ଉପାର୍ଜନ ଆଶାନୁରୂପ ହେବ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଦିଅଁ ଦର୍ଶନ ସୁଯୋଗ ଅଛି । ଅଶାନ୍ତିର ଉପଶମ ହେବ । ସରକାରୀ ସ୍ତରରୁ ଲାଭ ଉଠାଇପାରନ୍ତି । ବିବାଦରେ ବିଜୟୀ ହେବେ ।
 ନିର୍ଭୀକ ହୋଇପାରନ୍ତି । କାର୍ଯ୍ୟ ପ୍ରାପ୍ତି ପାଇଁ ଅପେକ୍ଷା କରିବାକୁ ପଡ଼ିବ । ଭାଗ୍ୟଶାଳୀ ହେବେ । ଈର୍ଷା ପରିତ୍ୟାଗ କଲେ ସାମାଜିକ ସ୍ତରରେ ଆଦର ମିଳିବ । ନୀତିଜ୍ଞ ହେବେ । ତ୍ୟାଗପୂତ ମନୋବୃଦ୍ଧି ଗ୍ରହଣ କରିପାରନ୍ତି । କୀର୍ତ୍ତି ସ୍ଥାପନ କରିବେ ।
କୃତକର୍ମର ଫଳଭୋଗ କରିପାରନ୍ତି । ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ ହୋଇପାରନ୍ତି । ମିଷ୍ଟାନ୍ନ ଭୋଜନ ମିଳିପାରେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ଓ ନିରାମୟ ରହିବେ ।
ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରି ଖୁସି ହୋଇପାରନ୍ତି । ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଭଲ । ଖର୍ଚ୍ଚ ଉପରେ ଖର୍ଚ୍ଚ ବଢ଼ି ଚାଲିବ । ମଧୁରଭାଷୀ ହେବେ । ଭାଇମାନଙ୍କ ପ୍ରତି ସ୍ନେହଶ୍ରଦ୍ଧା ରହିବ । ବନ୍ଧୁ ବିରୋଧର ସମ୍ମୁଖୀନ ହେବା ଆଶାକରାଯାଏ ।
ସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ଆୟ ବୃଦ୍ଧିର ସୁଯୋଗ ସୃଷ୍ଟି ହୋଇଛି । ସୁ-ସମ୍ବାଦ ଖୁସି ହେବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ବିଜୟୀ ହେବେ ।
ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ । ଶ୍ରମର ମୂଲ୍ୟାଙ୍କନ ହେବ । ଶୁଭ ସମାଚାର ମିଳିପାରେ । କର୍ମକ୍ଷେତ୍ରକୁ ଉଜ୍ଜଳମୟ କରିପାରନ୍ତି । ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ନିର୍ମଳ ରହିଛି । ବିବାଦରେ ବିଜୟୀ ହେବେ ।
 ଦୂରଯାତ୍ରା ପାଇଁ ପ୍ରସ୍ତୁତ ହେବେ । ସତ୍‌ସଙ୍ଗୀ ହୋଇପାରନ୍ତି । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ । କ୍ଷମତାର ଅଭିବୃଦ୍ଧି ଘଟିବ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଦିନଟି ମଧ୍ୟମ ଧରଣର । ଭକ୍ତିଗାଥା ଶ୍ରବଣ କରିପାରନ୍ତି ।
 ମାଙ୍ଗଳିକ କାର୍ଯ୍ୟରେ ମନୋନିବେଶ କରିପାରନ୍ତି । ଦୁଃଖ- ଶୋକଭରା ହୋଇପାରନ୍ତି । ଅର୍ଥାଭାବ ଦେଖାଦେଇ ପାରେ । ପାରିବାରିକ ଅଶାନ୍ତି ଉପୁଜିପାରେ । ଯୁଗ୍ମ-ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ଦୁଶ୍ଚିନ୍ତା ବଢ଼ିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments