OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 29th Nov 2021

Odia Rashiphala

Odia Rashiphala

ଶତ୍ରୁ ବିନାଶ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଅର୍ଥ ଚିନ୍ତା ଯୋଗୁଁ ମନରେ ଉଦ୍‌ବେଗ ଜାତ ହୋଇପାରେ । ଧନଲାଭର ସୂଚନା ମିଳୁଛି । ପରୋପକାର ପ୍ରତି ମନ ବଳାଇ ପାରନ୍ତି । ବ୍ୟବସାୟାଦି ବିଭିନ୍ନ ସୂତ୍ରରୁ ଧନାଗମ ହେବ । ଧାର୍ମିକ, ତେଜସ୍ୱୀ, ଶାସ୍ତ୍ରଜ୍ଞ ହେବେ ।
ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷି କ୍ଷେତ ଉପରେ ଧ୍ୟାନ ଦେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ସୁଖୀ ହେବେ ।
ଲୋଭଗ୍ରସ୍ତ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃଭାବ ଅତୁଟ ରହିବ । ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଆଶାବାଦୀ ଭାଗ୍ୟଶାଳୀ ହେବେ । ସୁସ୍ଥ ଓ ନିରାମୟ ରହିବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବନ୍ଧୁଙ୍କ ସହାୟତା ମିଳିବ ।
ଶ୍ରୀଚନ୍ଦ୍ର ଭୋଗ ହେତୁ ରୋଜଗାର ଆଶାନୁରୂପ ହେବ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ଜିଣି ଧନ ପ୍ରାପ୍ତ ହେବେ । ସୁସମ୍ବାଦ ଭୋଜନରେ ଆପ୍ୟାୟିତ ହେବେ । ଚିନ୍ତାଧାରା ଉନ୍ନତମାନର ହେବ ।
କର୍ମଚଞ୍ଚଳ ରହିବେ । ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ଏକାନ୍ତରେ କିଛି ସମୟ ବିତାଇ ପାରନ୍ତି । ମଧୁର କଥା ଓ ଅଧିକ ବ୍ୟୟରେ ଶତ୍ରୁକୁ ବଶ କରିବେ ।
ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ଧନପ୍ରାପ୍ତିର ସୂଚନା ମିଳୁଛି । ଜ୍ଞାନୀ ଓ ଶାସ୍ତ୍ରଜ୍ଞ ହେବେ ।
କର୍ତ୍ତବ୍ୟରତ ହେବେ । କୁଳପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସୁଖ ମିଳିବ ।
ସେବା-ପୂଜାରେ ନିମଗ୍ନ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗବିଳାସରେ ଦିନଟି ଅତିବାହିତ କରିପାରନ୍ତି । ଜୀବନ, ସୁଖ-ସମୃଦ୍ଧିପୂର୍ଣ୍ଣ, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ପ୍ରତିଶୋଧ ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ ।
ବନ୍ଧୁ ମିଳନ ସୁଖ ଓ ଲାଭଦାୟକ ହେବ । ବ୍ୟବସାୟରେ ଉନ୍ନତି ଘଟିବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ସୁଖୀ ଜୀବନ ବିତାଇବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments