OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 30th Nov 2020

Odia Rashiphala

Odia Rashiphala

ନୀତିନିଷ୍ଠ ହେବେ । ବହୁ ଧନର ଅଧିକାରୀ ହୋଇପାରନ୍ତି । ପୁତ୍ର ସୁଖ ମିଳିବ । ଉତ୍ତମ ବଂଶରୁ କନ୍ୟା ଆଣି ପାରନ୍ତି । ରୂପବାନ ହେବେ । ସୁଖଭୋଗ କରିବେ । ନିଜ କ୍ଷମତାର ପ୍ରଭାବ ବିସ୍ତାର କରିପାରନ୍ତି । ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ ।
ମନୋବଳ ଦୃଢ଼ ରହିବ । ଆୟ ଆଶାନୁରୂପ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ଉତ୍ତମ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ଚିନ୍ତାଧାରା ଉନ୍ନତମାନର ହେବ ।
ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଅଯଥା ବିତର୍କରେ ଭାଗ ନ ନେଇ ନିରବଦ୍ରଷ୍ଟା ସାଜି ପାରନ୍ତି । ଶୁଭକାର୍ଯ୍ୟରେ ଅଧିକ ବ୍ୟୟର ସମ୍ମୁଖୀନ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ପରୋପକାରୀ ହେବେ ।
ପରୋପକାରୀ ହେବେ । ସୁସମ୍ୱାଦ ପାଇ ଖୁସି ହେବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଦେବପୂଜା ନିରତ ହେବେ। ଆନନ୍ଦ ଉପଭୋଗ କରିବେ ।
କର୍ମକ୍ଷେତ୍ରକୁ ସାଫଲ୍ୟ ମଣ୍ଡିତ କରିପାରନ୍ତି । ସୁସମ୍ୱାଦ ମିଳିପାରେ । କାର୍ଯ୍ୟ ସଫଳଦାୟକ ହେବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ପ୍ରତିଯୋଗିତାରେ ବିଜୟୀ ହେବେ ।
ଜନ ସଂପର୍କ ବୃଦ୍ଧି ପାଇବ । କର୍ମକ୍ଷେତ୍ରକୁ ନିଜ ବୁଦ୍ଧି ବଳରେ ଉଜ୍ଜ୍ୱଳମୟ କରିପାରନ୍ତି । କ୍ଷମତାର ଅଭବୃଦ୍ଧି ଘଟିବ ଓ ତା’ର ସଦ୍‍ବ୍ୟବହାର କରିବେ । ବିବାଦରେ ବିଜୟୀ ହେବେ । ପ୍ରିୟ ଭାଷୀ ହେବେ । ପ୍ରବଚନ ଶୁଣିବେ ।
କର୍ମଚଞ୍ଚଳ ରହିବେ । ହାସ୍ୟ ମୁଖ ହେବେ । ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ପାରନ୍ତି । ଶିଳ୍ପଦ୍ୟୋଗୀ ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା କରିବା ନିଷେଧ ।
ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି । ମିଷ୍ଠାନ୍ନ ଭୋଜନରେ ଆପ୍ୟାୟିତ ହେବେ । ପତ୍ନୀ ଆପଣଙ୍କୁ ପତନରୁ ରକ୍ଷା କରିବେ ।
ନିଜ କାର୍ଯ୍ୟ ଦକ୍ଷତାକୁ ସ୍ମରଣ କରି ଆତ୍ମ ସନ୍ତୋଷ ଲାଭ କରିବେ । ବିଭିନ୍ନ ସ୍ତରରୁ ସହଯୋଗ ମିଳିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ୱାଦ ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି ।
ଅଧ୍ୟୟନରତ ହୋଇପାରନ୍ତି । ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ସୁସମ୍ୱାଦ ପାଇ ଖୁସି ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବ୍ୟବସାୟ ଲାଭଜନକ ହେବ । ବିଚକ୍ଷଣ ବୁଦ୍ଧିଯୁକ୍ତ ହେବେ । ଜନପ୍ରିୟ ହେବେ ।
ଶ୍ରମର ମୂଲ୍ୟାଙ୍କନ ହେବ । ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସଂପାଦନ କରି ପ୍ରଶଂସାର ପାତ୍ର ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସନ୍‌ମାର୍ଗୀ ହେବେ । ଅତିଥି ସତ୍କାର କରିପାରନ୍ତି । ଗୁରୁ ଓ ଦେବପୂଜାରେ ନିରତ ହେବେ ।
କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ଦେବ ଦର୍ଶନର ସୁଯୋଗ ଅଛି । ଅଶାନ୍ତିର ମାତ୍ରା ହ୍ରାସ ହେବ । ସରକାରୀ ସ୍ତରରୁ ଲାଭ ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments