OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 4th April 2022

Odia Rashiphala

Odia Rashiphala

ଧନବାନ୍ ଓ ଅପାର ଗୁଣର ଅଧିକାରୀ ହେବେ। ଐଶ୍ୱର୍ଯ୍ୟ ପ୍ରାପ୍ତି ସୂଚନା ମିଳୁଛି । ମାଲି-ମୋକଦ୍ଦମାରେ ଜିଣିବେ ଓ ଧନଲାଭ ହେବ। ରଣାଙ୍ଗନରେ ପାରଙ୍ଗମ ହେବେ। ସୁସ୍ଥ ଓ ନିରାମୟ ରହିବେ।
ଧାର୍ମିକ ପ୍ରକୃତିର ହେବେ। ସାହସୀ ଓ ଜ୍ଞାନ-ଗରିମାଯକ୍ତୁ ହେବେ। କର୍ମଚଞ୍ଚଳ ରହିବେ। ଗୁପ୍ତ ବିଦ୍ୟାରେ ରୁଚି ରହବି। ଅତିଥି ସେବାରେ ଧନ ବ୍ୟୟ କରିପାରନ୍ତି। ଏକାନ୍ତପ୍ରିୟ ଓ ମଧୁରଭାଷୀ ହୋଇପାରନ୍ତି।
ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତି ସୂଚନା ମିଳୁଛି । ତନ୍ତ୍ର, ମନ୍ତ୍ର ଓ ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହବ।
କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହବି। ସସ୍ଥୁ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ସରକାରଙ୍କ କୃପାପାତ୍ର ହେବେ। ପରିବାର ପ୍ରତି ସ୍ନେହ ଭାବ ରହବ।
ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବଳିାସରେ ଦିନଟି ଅତିବାହିତ ହୋଇପାରେ। ସୁଖ ଓ ସମୃଦ୍ଧିସମ୍ପନ୍ନ ହୋଇପାରନ୍ତି। ବିଦ୍ୱାନ୍, ସାହସୀ୍ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟରୁ ସାମାନ୍ୟ ପରିମାଣ ଲାଭ ମିଳିବ। ମିତ୍ରମାନେ କରଛଡ଼ା ଦେଇପାରନ୍ତି।
ବନ୍ଧୁ ମିଳନ ସୁଖଦାୟକ ହେବ। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ଭାବେ ସମ୍ମାନିତ ହୋଇପାରନ୍ତି। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହୋଇପାରନ୍ତି।
ଭାଇମାନଙ୍କ ଉପରେ ସ୍ନେହଭାବ ରହବ। ସୁସ୍ଥ ଓ ନିରାମୟ ରହିବେ। କୀର୍ତ୍ତିମାନ୍ ଓ ଶତ୍ରୁହନ୍ତା ହୋଇପାରନ୍ତି । ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ସନ୍ତୁଷ୍ଟ କରିବେ।
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ସୁଖୀ ଜବନ ଯାପନ କରିବେ।
ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ଦୀକ୍ଷୀତ ହେବେ। ଆଦର୍ଶବାଦୀ ହେବେ।ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମରୁ ଲାଭବାନ୍ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି।
ମନ ପ୍ରସନ୍ନ ରହିବ। ଆତ୍ମବିଶ୍ୱାସୀ ହୋଇପାରନ୍ତି। ଭାଷା ଓ ବ୍ୟବହାର ମଧୁର ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳବ। ପ୍ରତ୍ୟେକ କ୍ଷେତ୍ରରେ ଓ କାର୍ଯ୍ୟରେ ପାରଙ୍ଗମ ହେବେ।
ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ମଧରୁଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments