OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 5th August 2019

Odia Rashiphala

Odia Rashiphala

ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ପାରନ୍ତି । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପରିଶ୍ରମର ମୂଲ୍ୟାଙ୍କନ ହେବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । କେବଳ ଚକ୍ଷୁ ଯନ୍ତ୍ରଣା ବ୍ୟତୀତ ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହୋଇପାରନ୍ତି ।
ବନ୍ଧୁଙ୍କ ଉପରେ ସନ୍ଦେହ ଜାତ ହୋଇପାରେ । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଭାବେ ଧନ ଲାଭର ସୂଚନା ମିଳୁଛି । ଆକସ୍ମିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନଧର୍ମରେ ନିଜକୁ ନିୟୋଜିତ କରିବେ । ସ୍ୱାସ୍ଥ୍ୟ ଭଲ ରହିବ । ବ୍ୟକ୍ତି ବିଶେଷ ଭାବେ ସମ୍ମାନଷ୍ପଦ ହେବେ । କୃଷିକ୍ଷେତ୍ରକୁ ତ୍ୱରାନ୍ୱିତ କରିବାରେ ଉଦ୍ୟମ ଜାରି ରଖିବେ । ଜଳ ପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ ହୋଇପାରନ୍ତି ।
ଯେତେ ପ୍ରରିଶ୍ରମ ପଡ଼ିଲେ ବି କାର୍ଯ୍ୟ ଉତ୍ତମ ରୂପେ ସମ୍ପାଦନ କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ ।
ଦୂର ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିବ । ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ପରଦେଶବାସ. ସହନଶୀଳ, ଶାନ୍ତି ପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ରସୁଖ ଲାଭ କରିବେ । ଦାମ୍ପତ୍ୟ ଜୀବନକୁ ସୁଖୀ କରାଇ ପାରନ୍ତି ।
ଦକ୍ଷତାର ଉପଯୋଗ କରିପାରନ୍ତି । ଶୁଭଖବର ପାଇ ଆନନ୍ଦ ଅନୁଭବ କରିବେ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୌଭାଗ୍ୟ ଅଛି । ଯୁଦ୍ଧ ବା ମାଲି ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ କରିପାରନ୍ତି । ପ୍ରୀତିଭୋଜନ ଓ ଦାମ୍ପତ୍ୟ ସୁଖ ମିଳିବ ।
ଉପୁଜିଥିବା ସଙ୍କଟର ମୁକାବିଲା କରିବେ । ବ୍ୟୟ ପରିମାଣ ଅଧିକ ହେବ । ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ଥଣ୍ଡା-କଫ ଜନିତ ପୀଡ଼ା ଭୋଗ କରିବେ । ମଧୁରଭାଷୀ ହେବେ । ରାଜଯୋଗ ଅଛି । ଧାର୍ମିକ ପ୍ରବୃତ୍ତିର ହେବେ । ସାହସୀ ହେବେ ।
ଅଶାନ୍ତିର ଅବସାନ ଘଟିବ । ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକ ପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରୁ ଧନଲାଭ ସହିତ ସମ୍ମାନିତ ହେବେ ।
ପ୍ରିୟ ବ୍ୟକ୍ତିଙ୍କ ସହିତ ମତାନ୍ତର ଘଟିପାରେ । ସୁଖ, ସମ୍ମାନ ଲାଭ କରିପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି । ଦୟାଳୁ ହେବେ । ବ୍ୟବସାୟ ଲାଭଜନକ ହେବ ।
ବନ୍ଧୁ ସହାୟତା ପାଇଁ ଚେଷ୍ଟା କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ କରିବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ । ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ୱାନ ହେବେ । ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ପ୍ରିୟ ବ୍ୟକ୍ତି ସହିତ ଭୁଲ ବୁଝାମଣାରୁ ମତାନ୍ତର ଘଟିପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରି ପାରନ୍ତି । ସ୍ୱାଭିମାନୀ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । କର୍ମକ୍ଷେତ୍ରର ଶାସନଡ଼ୋରି ଆପଣଙ୍କ ହାତରେ ରହିବ ।
ଆପଣଙ୍କ ବିରୋଧରେ ଷଡ଼ଯନ୍ତ୍ର ହୋଇପାରେ । ବ୍ୟବସାୟ ଲାଭଜନକ ହେବ । ବେଳେବେଳେ ମନରେ ଅହଂଭାବ ଆସିପାରେ । ସେବା କାର୍ଯ୍ୟରେ ନିଜକୁ ଉତ୍ସର୍ଗ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ଅଧୀନ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments