OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 7th February 2022

Odia Rashiphala

Odia Rashiphala

ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ । ସୁସ୍ଥ ଓ ନିରାମୟ ରହିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ୱାଦୁ ଭୋଜନ ମିଳିବ ।
ଚଞ୍ଚଳ ସ୍ୱଭାବର ହେବେ । ସାଧନାର ପ୍ରଥମ ସୋପାନ ଏକାନ୍ତବାସକୁ ପସନ୍ଦ କରିବେ । ଭାଷା ଓ ବ୍ୟବହାର ମଧୁର ହେବ । ସାହସୀ ଓ ଜ୍ଞାନୀ ହେବେ । ଶତ୍ରୁ ଦମନ ପାଇଁ ଧନ ବ୍ୟୟ କରିବେ ।
ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ସରକାରୀ ଅର୍ଥପ୍ରାପ୍ତ ହେବେ ।
କର୍ମ ତତ୍ପରତା ପ୍ରକାଶ ପାଇବ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ବିଭିନ୍ନ ସ୍ତରରେ ସମ୍ମାନିତ ହେବେ । ଭାଗ୍ୟଶାଳୀ ହେବେ । ଭୋଗୀ ଓ ବିଳାସୀ ହୋଇପାରନ୍ତି । ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍ ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଶାରୀରିକ ସ୍ତରରେ ମାନ୍ଦାଭାବ ଦେଖା ଦେଇପାରେ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଶୁଭକାର୍ଯ୍ୟକୁ ସ୍ଥଗିତ ରଖିପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
ବନ୍ଧୁ ମିଳନରେ ଉପକୃତ ହେବେ । ବ୍ୟବସାୟ ଲାଭଜନକ ହେବ । ସେବା କ୍ଷେତ୍ରରେ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଲାଭଦାୟକ ହେବ ।
କ୍ରୋଧ ସମ୍ୱରଣ କଲେ ସୁଫଳ ମିଳିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ପାଇଁ ମର୍ଯ୍ୟାଦାସମ୍ପନ୍ନ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ ।
ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ଓ ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମରୁ ଲାଭବାନ୍ ହେବେ । ପ୍ରେମୀ ଓ ବୁଦ୍ଧିମାନ ହେବେ ।
କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । କଥା ଭାଷା ଓ ବ୍ୟବହାର ମଧୁର ହେବ । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କଠାରୁ ଶ୍ରଦ୍ଧା, ସମ୍ମାନ ମିଳିବ । ବନ୍ଧୁପ୍ରେମୀ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱଯୁକ୍ତ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କ ସହାୟତା ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments