![]() |
ଆୟ ବୃଦ୍ଧିର ସୂଚନା ମିଳୁଛି । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ରହିବେ, ନୂଆ ବନ୍ଧୁ ଜୁଟିବେ । ଚିନ୍ତାଧାରା ଉନ୍ନତମାନର ହେବ । |
ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି । ମୌନ ରହି ସାଧନାରେ ବ୍ରତୀ ହେବା ଆଶା କରାଯାଏ । ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ । ମଧୁରଭାଷୀ ହେବେ । କର୍ମଚଞ୍ଚଳ ରହିବେ । | |
ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତ ହେବେ । | |
କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟୀ ହେବେ । | |
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଅଧିକ କ୍ଷମତା ହାସଲ କରି ତା’ର ସଦ୍ ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ । ଭାଗ୍ୟଲକ୍ଷ୍ମୀ ପ୍ରସନ୍ନ ଅଛନ୍ତି । | |
ପରୋପକାରୀ ହୋଇପାରନ୍ତି । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । ଧୈର୍ଯ୍ୟଧରି ଉପୁଜିଥିବା ସମସ୍ୟାର ମୁକାବିଲା କରିବେ । ମନ ବ୍ୟାକୁଳିତ ହୋଇପାରେ । ଅଷ୍ଟମ ଚନ୍ଦ୍ର ହେତୁ ସତର୍କରେ ରହିବେ । | |
ଆଜି ଦିନ ଭିତରେ ଯାହା ଘଟଣା ଘଟିବ; ତାହା ସୁଖବୋଧ ହୋଇପାରେ । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ପ୍ରୀତିଭୋଜନ ସହ ଆନନ୍ଦ ଉପଭୋଗ କରିବେ । | |
ବିଭିନ୍ନ ସ୍ତରରୁ ସହଯୋଗ ମିଳିବ । ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରିପାଇବେ । ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଋଣ ପରିଶୋଧ କରି ଆଶ୍ୱସ୍ତ ହେବେ । | |
ଅଧ୍ୟାପନାର ପ୍ରସ୍ତୁତି ସ୍ୱରୂପ ଅଧ୍ୟୟନରତ ହେବେ । ଅର୍ଜିତ ବକେୟା ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଅକ୍ଷୟ କୀର୍ତ୍ତି ଅର୍ଜନ କରି ଆତ୍ମସନ୍ତୋଷ ଲାଭ କରିବେ । | |
ପରିଶ୍ରମ ଅଧିକ ଓ କଠିନ ହେଲେ ବି; ତା’ର ମୂଲ୍ୟ ମିଳିବ । ଯାନ-ବାହନ ସୁଖ ମିଳିପାରେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇପାରନ୍ତି । | |
ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଦେବଦର୍ଶନର ସୌଭାଗ୍ୟ ଅଛି । ଅଶାନ୍ତି ଦୂର ହେବ । ସରକାରୀ ସ୍ତରରୁ ଲାଭବାନ୍ ହୋଇପାରନ୍ତି । କାୟମନୋବାକ୍ୟରେ ଧର୍ମ ଆଚରଣ କରିପାରନ୍ତି । | |
ସମ୍ମାନିତ ହେବେ । ଆଧ୍ୟତ୍ମବାଦୀ ହୋଇପାରନ୍ତି । ପାରିବାରିକ ସୁଖ ମିଳିବ । ବିଭିନ୍ନ ଉପାୟରେ ଧନ ଅର୍ଜନ କରିପାରନ୍ତି । ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି । ମତିମାନ୍ ଓ ଶକ୍ତିମାନ୍ ହେବେ । |
For daily odia rashiphala visit our website daily in the morning. This is compiled from a trusted source.
Odia Kohinoor Calendar 2022
Order Odia Bhagyajyoti Calendar 2022 From OdishaShop.com
Comments
comments