OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 8th Feb 2021

Odia Rashiphala

Odia Rashiphala

ଭାଗ୍ୟଶାଳୀ ହେବେ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍‌ଯୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ତୀର୍ଥ ଯାତ୍ରାର ସୁଯୋଗ ମିଳିପାରେ ।
ପରିସ୍ଥିତିରେ ପଡ଼ି ମନରେ ଈର୍ଷା ଭାବ ଉଦ୍ରେକ ହୋଇପାରେ । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
ଧୈର୍ଯ୍ୟ ଧର କାର୍ଯ୍ୟ କଲେ ସଫଳତା ମିଳିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ପ୍ରଥିତଯଶା ହେବେ । ଯୋଜନାର ସଫଳତା ପାଇଁ ପତ୍ନୀଙ୍କ ପରାମର୍ଶ ନେବାକୁ ପଡ଼ିବ ।
ପଠନ ଲିଖନ ଉପରେ ଧ୍ୟାନ ଦେଇ ପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ ।
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
ଅଧିକାର ପ୍ରାପ୍ତ ହୋଇପାରନ୍ତି । ଉଦାର ସ୍ୱଭାବ ଯୋଗୁଁ ପ୍ରଶଂସାର ପାତ୍ର ହେବେ । ଦାନ ଧର୍ମରେ ଦୀକ୍ଷିତ ହେବେ । ସୁଖୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହେବେ । ବୁଦ୍ଧିମାନ୍ ହେବେ ।
ଅନୁରୋଧ ରକ୍ଷାକରି ସାହାଯ୍ୟର ହାତ ବଢ଼ାଇ ପାରନ୍ତି । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଭୋଗ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ ।
ଭାଗ୍ୟଶାଳୀ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସହନଶୀଳ, ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ପାରିବାରିକ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ମିଳିବ । ବ୍ୟବସାୟ ଲାଭଜନକ ହେବ ।
ଆୟ ବୃଦ୍ଧିର ସୂଚନା ମିଳୁଛି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମୋକଦ୍ଦମାରେ ବିଜୟୀ ହେବା ସହିତ ମୋକଦ୍ଦମା ଖର୍ଚ୍ଚ ପାଇପାରନ୍ତି । ଧନ ସମ୍ପଦ ଭରପୂର ରହିବ । ଉତ୍ତମଭୋଜନ ମିଳିବ । ଚିନ୍ତାଧାରା ଉନ୍ନତମାନର ହେବ ।
ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । କର୍ମଚଞ୍ଚଳ ରହିବେ । ଯାତ୍ରା ଶୁଭଦାୟକ ହେବ । ରଣାଙ୍ଗନରେ ବିଜୟୀ ହେବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଦେଖା ଦେଇପାରେ । ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ବିଭାଗୀୟ ସ୍ତରରେ ସମ୍ମାନିତ ହେବେ । ତନ୍ତ୍ର ମନ୍ତ୍ର ତଥା ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ । ଅର୍ଥାଗମ ହେବ ।
ସରଳ ଓ ନିରାଡମ୍ବର ଜୀବନଯାପନ କରିପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରି ପରିବାରର ମୁଖ୍ୟ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments