![]() |
କର୍ମକ୍ଷେତ୍ର ଓ ସାମାଜିକ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । କାର୍ଯ୍ୟରେ ସଫଳତା ମିଳିବ । ଅଧିକ କ୍ଷମତା ହାସଲ କରି ତା’ର ସଦ୍ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟ ଲାଭ କରିବେ । |
ଯାନବାହନ ଚଳା-ଚଳରେ ସତର୍କ ରହିବାକୁ ପଡ଼ିବ । ଭ୍ରମଣକୁ କାଣ୍ଟ-ଛାଣ୍ଟ କରିପାରନ୍ତି । ପରୋପକାରୀ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶୁଭକାର୍ଯ୍ୟକୁ ସ୍ଥଗିତ ରଖିବାକୁ ପଡ଼ିବ । ଉଚ୍ଚସ୍ଥାନ ଆରୋହଣ ମନା । | |
ଉନ୍ନୟନ କାର୍ଯ୍ୟରେ ମନୋନିବେଶ କରିପାରନ୍ତି । ବହୁ ସୁଖକର ଘଟଣା ଘଟିବ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଉତ୍ତମ ଭୋଜନ ମିଳିବ । ଆନନ୍ଦ ଉପଭୋଗ କରିବେ । | |
ସୌହାର୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ କାର୍ଯ୍ୟ କରି ଚାଲିବେ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭ ଖବର ପାଇ ଖୁସି ହେବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ଋଣ ପରିଶୋଧ କରିବେ । | |
ବୁଝି ବିଚାରି କାର୍ଯ୍ୟ କରିବାକୁ ପଡ଼ିବ । ବିଦ୍ୟାର୍ଥୀମାନେ ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହୋଇପାରେ । | |
ଦୁଃସାହସିକ ପଦକ୍ଷେପ ନେଇ ଅସାଧ୍ୟ ସାଧନ କରିପାରନ୍ତି । ପରିଶ୍ରମର ମୂଲ୍ୟ ମିଳିବ । ଭାଗ୍ୟବାନ୍ ହେବେ । ଗୃହ ପରିବେଶ ପ୍ରଦୂଷଣ ମୁକ୍ତ ରହିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିବ । | |
ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ନୃତ୍ୟ ପ୍ରତିଯୋଗୀ ଭାବେ ପୁରସ୍କୃତ ହୋଇପାରନ୍ତି । ଅଶାନ୍ତି ହ୍ରାସ ହେବ । ସରକାରୀ ସ୍ତରରୁ ଲାଭ ଉଠାଇବାକୁ ସକ୍ଷମ ହେବେ । ସୁଖ ମିଳିବ । | |
ଭାଗ୍ୟର ପରିବର୍ତ୍ତନ ଘଟିବ । ବିଭିନ୍ନ ଦିଗରୁ ଧନାଗମ ହେବ । ଆକସ୍ମିକ ଭାବେ ଦେଖା ଦେଇଥିବା ସମସ୍ୟାର ସମାଧାନ କରିପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଧନ ମିଳିବାର ସୁଯୋଗ ଅଛି । ସୁଖୀ ହେବେ । | |
ଦୂର ଯାତ୍ରା ବାତିଲ ହୋଇପାରେ । ଭଲ ରୋଜଗାର ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ରହିବେ । ଚିନ୍ତାଧାରା ମହତ ହେବ । | |
ବ୍ୟୟାଧିକ ଯୋଗୁଁ ବ୍ୟତିବ୍ୟସ୍ତ ହୋଇପାରନ୍ତି; ତଥାପି କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍ ରହିପାରନ୍ତି । ମଧୁରଭାଷୀ ହେବେ । | |
ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍କର୍ମରେ ନିଜକୁ ନିୟୋଜିତ କରିବେ । ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ସରକାରୀ କୃପା ପାତ୍ର ହେବେ । ନାନାବିଧ ସମ୍ମାନର ଅଧିକାରୀ ହେବେ । | |
କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । ଶୁଭ ସମାଚାର ମିଳିପାରେ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ବିବାଦରେ ବିଜୟୀ ହେବେ । |
Odia Calendar 2019
Comments
comments