OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 8th March 2021

Odia Rashiphala

Odia Rashiphala

ସେବା ମନୋଭାବର ହୋଇପାରନ୍ତି । କାର୍ଯ୍ୟରେ ସଫଳତା ମିଳିବ । ଅଧିକ କ୍ଷମତା ହାସଲ କର ତା’ର ସଦ୍‌ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଭକ୍ତିଗାଥା ପ୍ରବଚନ ଶୁଣିବାକୁ ଆଗ୍ରହୀ ହେବେ ।
ସାମାନ୍ୟ କଥାରେ ଉତ୍ତେଜିତ ହୋଇପାରନ୍ତି । ଖର୍ଚ୍ଚାନ୍ତ ହେବା ଆଶାକରାଯାଏ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ଶୁଭକାର୍ଯ୍ୟରୁ ବିରତ ହେବା ଭଲ । ଯାନବାହନ ଚଳାଚଳରେ ସତର୍କ ରହିବେ । ବିଧି ବିଧାନ ମାନି ଚଳିବାକୁ ପଡ଼ିବ ।
ସୁଖ ସମ୍ଭୋଗ କରିପାରନ୍ତି । ଅନେକ ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ଖାଦ୍ୟପେୟ ସନ୍ତୋଷଜନକ ହେବ । ଆନନ୍ଦ ଉପଭୋଗ କରିପାରନ୍ତି ।
ବିଭିନ୍ନ ସ୍ତରରୁ ସାହାଯ୍ୟ ମିଳିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ ପାଇଁ ସମୟ ପ୍ରଶସ୍ତ ରହିଛି । ଋଣ ପରିଶୋଧ କରିପାରନ୍ତି ।
ବିଦ୍ୟା ଅର୍ଜନ ପାଇଁ ଚଞ୍ଚଳ ଚେଷ୍ଟିତ ହେବେ । ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ସମାଚାର ପାଇ ହୃଦୟ ପରିବର୍ତ୍ତନ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ ।
କଠିନ ପରିଶ୍ରମର ସମ୍ମୁଖୀନ ହୋଇପାରନ୍ତି; ମାତ୍ର ତା’ର ମୂଲ୍ୟ ମିଳିବାର ସୂଚନା ମିଳୁଛି । ସ୍ୱାଭିମାନୀ ହୋଇପାରନ୍ତି । ଯାନବାହନ ସୁଖ ମିଳିପାରେ । ଶତ୍ରୁନାଶ କରି ଆଶ୍ୱସ୍ତ ହେବେ । ସୁସ୍ଥ ରହିବେ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ସୁଖୀ ହେବେ ।
ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଭଗବତ ପ୍ରେମୀ ହେବେ । ଦେବ ପୂଜାର ସମୟ ଅନୁକୂଳ ରହିଛି । ସରକାରୀ ସ୍ତରରୁ ଧନପ୍ରାପ୍ତିର ସୂଚନା ମିଳୁଛି ।
ବିଭିନ୍ନ ସ୍ତରରୁ ଧନପ୍ରାପ୍ତିର ସୂଚନା ମିଳୁଛି । ନୀତିନିଷ୍ଠ ହେବେ । ଦାନ ଧର୍ମରେ ଦୀକ୍ଷିତ ହେବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । କୀର୍ତ୍ତିମାନ୍ ହେବେ । ସ୍ୱତ୍ୱାଧିକାରୀ ହୋଇପାରନ୍ତି । ବିବାହରେ ବିଜୟୀ ହେବେ ।
ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ଓ ନିରାମୟ ରହିବେ । ଚିନ୍ତାଧାରା ଉନ୍ନତମାନର ହେବ । ନୂଆ ବନ୍ଧୁ ଜୁଟି ପାରନ୍ତି ।
କର୍ମଚଞ୍ଚଳ ରହିବେ । ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହି ପାରନ୍ତି । ଅତ୍ୟଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜିପାରେ । ଛଳନା ପୂର୍ଣ୍ଣ କଥା କହି ପରକୁ ନିଜର କରିପାରନ୍ତି ।
ଶୁଭଖବର ପାଇ ଖୁସି ହୋଇପାରନ୍ତି । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ଯାନବାହନ ସୁଖ ମିଳିବ । କାର୍ଯ୍ୟରେ ସଫଳତା ମିଳିବ ।
କର୍ତ୍ତବ୍ୟ ପରାୟଣ ହୋଇପାରନ୍ତି । ଶୁଭଖବର ପାଇ ଉତ୍‌ଫୁଲ୍ଲିତ ହେବେ । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ବିବାଦରେ ବିଜୟୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments