OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 9th Dec 2019

Odia Rashiphala

Odia Rashiphala

ନିଜ କାର୍ଯ୍ୟର ସମୀକ୍ଷା କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଧନବାନ୍ ହେବେ । ଅପାର ଗୁଣର ଅଧିକାରୀ ହୋଇପାରନ୍ତି । ଉପାର୍ଜନକାରୀ ଓ ବଳିଷ୍ଠ ହେବେ । ପ୍ରସନ୍ନତା ଲାଭ କରିବେ ।
ପୈତୃକ ସମ୍ପତ୍ତିକୁ ନେଇ ଅଶାନ୍ତି ସୃଷ୍ଟି ହୋଇପାରେ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଭଲ । ଶୁଭକାର୍ଯ୍ୟ ବର୍ଜନୀୟ । ମିତ୍ରମାନେ ଆଡ଼ ହୋଇଯାଇପାରନ୍ତି । ମିଠାକଥାରେ ଅନ୍ୟର ହୃଦୟ ଜିଣିବେ ।
ଯାତ୍ରାଦିରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି ।
ନୂତନ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ସାଧନାରେ ସିଦ୍ଧି ପ୍ରାପ୍ତ ହେବେ । ସୁସମ୍ୱାଦ ପାଇ ଉତ୍‌ଫୁଲ୍ଲିତ ହେବେ । କର୍ମକ୍ଷେତ୍ର ସଫଳମୟ ହେବ । ଆର୍ଥିକ ସ୍ଥରରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ କରଣୀୟ । ବିବାଦରେ ବିଜୟୀ ହେବେ ।
କାର୍ଯ୍ୟରେ ସବୁ ବାଧା-ବିଘ୍ନକୁ ଏଡ଼ାଇ ଆଗକୁ ବଢ଼ିପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । କାର୍ଯ୍ୟରେ ସଫଳତା ଲାଭ କରିବେ । କ୍ଷମତାର ଅଭିବୃଦ୍ଧି ଘଟିବ ଓ ତା’ର ସଦ୍‌ବ୍ୟବହାର କରିପାରନ୍ତି । ଭକ୍ତିଗାଥା ଶ୍ରବଣ କରିବେ ।
ସହକର୍ମୀଙ୍କୁ ବିରୋଧ କରିପାରନ୍ତି । ଆର୍ଥିକ ସ୍ଥିତି ଦୁର୍ବଳ ରହିବ । ଶୁଭକାର୍ଯ୍ୟ ବର୍ଜନ କରିବା ଉଚିତ୍ । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । ପ୍ରିୟଭାଷୀ ହେବେ । ବଳବାନ୍ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଜିତେନ୍ଦ୍ରିୟ ଓ ପରାକ୍ରମୀ ହେବେ ।
ଆମୋଦ ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି । ସୁଖକର ଘଟଣା ମାନ ଘଟିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ସୁଖାଦ୍ୟ ପାଇ ଆନନ୍ଦ ଅନୁଭବ କରିବେ ।
ନୂତନ ଅଭିଜ୍ଞତା ଓ ଜ୍ଞାନ ଲାଭ କରିବେ । ଶତ୍ରୁକୁ ପରାଜିତ କରିବେ । ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ବ୍ୟସ୍ତ ବହୁଳ କାର୍ଯ୍ୟରେ ନିମଗ୍ନ ହେବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । କରଜ ସୁଝିବେ ।
ଗୃହ କାର୍ଯ୍ୟରେ ଆନନ୍ଦ ଅନୁଭବ କରିବେ । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଶ୍ରମ ସାର୍ଥକ ହେବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ହଠାତ୍ କିଛି ଧନ ମିଳିବା ଆଶା କରାଯାଏ । ବିଭିନ୍ନ ଦିଗରୁ ଅର୍ଥାଗମ ହେବ ।
ପରିବେଶ ଆନନ୍ଦଦାୟକ ହୋଇପାରେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଠାକୁରଙ୍କ ଦର୍ଶନ ଲାଭ କରି ଆତ୍ମ ସନ୍ତୋଷ ଲାଭ କରିବେ । ଅଶାନ୍ତି ଉପସମ ହେବ । ସରକାରୀ ସ୍ତରରୁ ଲାଭ ମିଳିବ ।
ଶତ୍ରୁମାନେ ମୁଣ୍ଡ ଟେକି ପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ସମୃଦ୍ଧିର ମୂଳଦୁଆ ପଡ଼ିବ । ଯଶସ୍ୱୀ ହୋଇପାରନ୍ତି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ତଥା ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ । ସ୍ଥିରମନ, ଧୀର ବୁଦ୍ଧିରେ କାର୍ଯ୍ୟ କରିପାରନ୍ତି ।
ନିଜ କାର୍ଯ୍ୟ ଆନନ୍ଦଦାୟକ ହେବ । ବିଭିନ୍ନ ସ୍ତରରୁ ଧନାଗମର ସୂଚନା ମିଳୁଛି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମନ ଚଞ୍ଚଳ ରହିବ । ପାରିପାର୍ଶ୍ୱିକ ଅବସ୍ଥାକୁ ନେଇ ସୁଚିନ୍ତିତ ମତ ବ୍ୟକ୍ତ କରିପାରନ୍ତି । ଚିନ୍ତାଧାରା ଉନ୍ନତମାନର ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments