OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 10th April 2021

Odia Rashiphala

Odia Rashiphala

ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଅଯଥା ବିତର୍କରେ ଭାଗ ନନେଇ ନିରବ ଦର୍ଶକ ହେବା ଭଲ । ଅଧିକ ଶ୍ରମ ସ୍ୱୀକାର କରିବାକୁ ପଡ଼ିବ । ଧର୍ମପ୍ରିୟ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ପାଣ୍ଡିତ୍ୟ ପରିପ୍ରକାଶ ଘଟାଇପାରନ୍ତି ।
ବିଭିନ୍ନ ସୂତ୍ରରୁ ଧନ ପ୍ରାପ୍ତିର ସୂଚନା ମିଳୁଛି । ସୁ ସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ । କାର୍ଯ୍ୟରେ ସଫଳତା ଲାଭ କରିବେ । ବ୍ୟବସାୟ ଲାଭଜନକ ହେବ ।
କାର୍ଯ୍ୟରେ ସଫଳତା ମିଳିବ । ସୁ ସମ୍ୱାଦ ମିଳିପାରେ । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । କୀର୍ତ୍ତିମାନ୍ ହେବେ । ବିବାଦରେ ବିଜୟୀ ହେବେ ।
ଭ୍ରମଣ ଶୁଭପ୍ରଦ ହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ । ଅଧିକ କ୍ଷମତା ହାସଲ କର ତା’ର ସଦ୍‌ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହେବେ । ସୌଭାଗ୍ୟ ସମ୍ପନ୍ନ ହେବେ । ସମ୍ମାନିତ ହୋଇପାରନ୍ତି । ଧନଯୁକ୍ତ ହେବେ ।
ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ଅର୍ଥାଭାବର ସମ୍ମୁଖୀନ ହେବାର ସୂଚନା ମିଳୁଛି । ଅଯଥା ପାରିବାରିକ ବିବାଦର ସମ୍ମୁଖୀନ ହୋଇପାରନ୍ତି । ଶାସ୍ତ୍ରାଭ୍ୟାସୀ ହେବେ । ବିନୀତ ସ୍ୱଭାବ ସମ୍ପନ୍ନ ହେବେ । ସ୍ତ୍ରୀ ଧନରେ ଅବସ୍ଥା ସୁଧୁରିବ ।
ବନ୍ଧୁ ମିଳନ ଘଟିପାରେ । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇ ସମୟ ଅନୁକୂଳ ଅଛି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଆନନ୍ଦ ଉପଭୋଗ କରିପାରନ୍ତି । ମୂଲ୍ୟବାନ୍ ଦ୍ରବ୍ୟ ମିଳିପାରେ ।
ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ କରିପାରନ୍ତି । ଋଣ ପରିଶୋଧ କରିବେ ।
ପଢ଼ା ପଢ଼ିରେ ମନୋନିବେଶ କରିପାରନ୍ତି । ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭଖବର ପାଇ ପ୍ରଫୁଲ୍ଲିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସନ୍ତାନ ସୁଖରେ ସୁଖୀ ହେବେ । ଶତ୍ରୁଦମନ କରିପାରନ୍ତି ।
ପରିଶ୍ରମ ଅଧିକ ହେଲେ ବି ତା’ର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ସେବା କାର୍ଯ୍ୟ ନିର୍ବିଘ୍ନରେ ସମ୍ପାଦନ କରିବେ । ଦାତା, ଭୋକ୍ତା, ଗୁଣବାନ୍, ଧନୀ ଓ ମାନୀ ହୋଇପାରନ୍ତି । ସ୍ଥିତିପ୍ରଜ୍ଞ ହେବେ ।
ଶ୍ରମ ସାର୍ଥକ ହେବ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ କରଣୀୟ । ଦେବ ଦର୍ଶନର ସୁଯୋଗ ଅଛି । ସରକାରୀ ସ୍ତରରୁ ଲାଭ ଉଠାଇବାରେ ପାରଙ୍ଗମ ହେବେ । ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିବେ ।
କର୍ମକ୍ଷେତ୍ରରେ ଉପୁଜିଥିବା ସମସ୍ୟାର ସମାଧାନ କରିବାରେ ପାରଙ୍ଗମ ହେବେ । ଯାତ୍ରା ଶୁଭଦାୟକ ହେବ । ବିବିଧ ଧନଯୁକ୍ତ ହୋଇପାରନ୍ତି । ମନ ଚଞ୍ଚଳ ରହିବ । ଧୈର୍ଯ୍ୟବାନ୍ ହେବେ । ଅତି ସୁଖୀ ଓ କୀର୍ତ୍ତିମାନ୍ ହୋଇପାରନ୍ତି ।
ଅଧିକ ରୋଜଗାରକ୍ଷମ ହେବେ । ବନ୍ଧୁ ବା ସରକାରୀ ସ୍ତରରୁ ଲାଭ ଉଠାଇପାରନ୍ତି । ସୁସମ୍ୱାଦ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ରହିବେ । ନୂଆ ବନ୍ଧୁଙ୍କ ସାନିଧ୍ୟ ମିଳିବ । ଚିନ୍ତାଧାରା ଉନ୍ନତ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments