![]() |
ଆମୋଦ ପ୍ରମୋଦରେ ଦିନ ବିତାଇପାରନ୍ତି । ଉଦାର ସ୍ୱଭାବର ହେବେ । ଦାନ-ଧର୍ମକୁ ଆଦରି ନେବେ । ଉତ୍ତମ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ସୁସ୍ଥ ଓ ନିରାମୟ ରହବେ । ଯାନବାହନ ସୁଖ ମିଳିବ । |
କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ। ମିଷ୍ଟଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ପୀଡ଼ା ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କ ଠାରୁ ଭକ୍ତି ମିଳିବ । | |
କର୍ମକ୍ଷେତ୍ରକୁ ସରଳ-ସୁଲଭ କରିପାରନ୍ତି । ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ପରଦେଶବାସୀ, ସହନଶୀଳ, ଶାନ୍ତି ପ୍ରିୟ ଉଦାର ବିଦ୍ୟାପ୍ରେମୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବ । ବନ୍ଧୁ ସୁଖ ମିଳିବ । | |
ଚାଷ ଉପଯୋଗୀ ଜମି କ୍ରୟ କରିପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ । ଅଧିକ ରୋଜଗାର କ୍ଷମ ହେବେ । ସୁସ୍ଥ ଓ ନିରାମୟ ରହବେ । ମୋକଦ୍ଦମାରେ ବିଜୟୀ ହେବେ । ଅର୍ଥପ୍ରାପ୍ତିର ସୂଚନା ସୃଷ୍ଟି ହୋଇଛି । | |
ଆୟ ବୃଦ୍ଧି ହେବା ସହିତ ବ୍ୟୟ ତତ୍ତୋଧିକ ହୋଇପାରେ । ଚଞ୍ଚଳ ସ୍ୱଭାବର ହେବେ । କଫଜନିତ ପୀଡ଼ା ଅନୁଭବ କରିପାରନ୍ତି । ମଧୁରଭାଷୀ ହେବେ । ସବୁ ବାଧାବିଘ୍ନକୁ ଏଡ଼ାଇ ରାଜଯୋଗ ଭୋଗ କରବେ । ଧାର୍ମିକ ପ୍ରକୃତିର ହୋଇପାରନ୍ତି । | |
କୌଣସି ଏକ କାର୍ଯ୍ୟରେ ପ୍ରଭାବିତ ହୋଇ ତା’ର ସଫଳ ରୂପାୟନ କରିପାରନ୍ତି । ଲୋକପ୍ରିୟ ହୋଇପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଲୋକ ପ୍ରିୟତା ଅର୍ଜନ କରବେ । ସରକାରୀ ଅର୍ଥ ପାଇବେ । | |
ଶ୍ରମ ସାର୍ଥକ ହେବ । ମନ ପ୍ରସନ୍ନ ରହିବ । ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ପ୍ରୀତି ରହିବ । | |
ସେବା-ପୂଜାରେ ମନୋନିବେଶ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ୱାନ ଓ ସାହସୀ ହେବେ । | |
ଧୈର୍ଯ୍ୟବାନ୍ ହୋଇପାରନ୍ତି । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରବେ । ଦଦ୍ୱାଭିମାନୀ ହୋଇପାରନ୍ତି । ସର୍ଦି ଓ କଫଜନିତ ପୀଡ଼ା ଅନୁଭବ କରିପାରନ୍ତି । ଯଚଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । | |
ବ୍ୟବସାୟ ଲାଭଜନକ ହେବ । ବନ୍ଧୁ ମିଳନ ଘଟିବାର ସୁଯୋଗ ସୃଷ୍ଟି ହୋଇଛି । କୁଳଦୀପକ ହେବେ । ମନରେ ପ୍ରସନ୍ନତା ଭାବ ଦେଖାଦେଇ ପାରେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଦୟାଳୁ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । | |
ଦୃଢ଼ ମନୋଭାବ ପୋଷଣ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନକରବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରିକ୍ଷେତ୍ରରେ ଲାଭପ୍ରାପ୍ତ କରିଥାଏ । ଅନୁଷ୍ଠାନର ଉତ୍ତମ ପରାମର୍ଶ ଦାତା ହେବ । | |
ଆପଣଙ୍କ ପାଇଁ ପରବେଶ ଲାଭଜନକ ହେବ । ଲୋଚନା ମାଧ୍ୟମରେ କାର୍ଯ୍ୟକଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ର୍ରଚୁର ଧନଲାଭ ହେବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । |
Odia Calendar 2019
Comments
comments