OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 13th Feb 2021

Odia Rashiphala

Odia Rashiphala

ଆୟ ପରିମାଣ ବୃଦ୍ଧି ପାଇପାରେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଯାନବାହନ ସୁଖ ମିଳିବ ।
କର୍ମତତ୍ପର ରହିବେ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ ।
ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଶିଳ୍ପଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ପର୍ଯ୍ୟଟନ ସୁଯୋଗ ମିଳିପାରେ ।
ସୁଖ ମିଳିବା କଷ୍ଟସାଧ୍ୟ ହୋଇପାରେ । ପରିସ୍ଥିତିରେ ପଡ଼ି ଈଷା ପରାୟଣ ହେବେ । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
ପ୍ରୀତି ଲାଭ କରିପାରନ୍ତି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । କାର୍ଯ୍ୟ ଦକ୍ଷତା ପାଇଁ ମନରେ ଅହଂଭାବ ଆସିପାରେ । ପତ୍ନୀଙ୍କ କଥାରେ ପରିଚାଳିତ ହେବେ ।
ସାମୟିକ ଭାବେ ନିରୁତ୍ସାହିତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭ ପ୍ରାପ୍ତ ହେବେ । ଦୀର୍ଘାୟୁ ହେବେ ।
ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରିର ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ଆର୍ଥିକ ସ୍ରୋତର ଧାରା ଆସିବ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତରୁ ଲାଭବାନ୍ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ଯାନବାହନ ସୁଖ ମିଳିପାରେ ।
ଶ୍ରମ ସାର୍ଥକ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିପାରେ ।
ଆଳସ୍ୟ ପରାୟଣ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ମଧୁରଭାଷୀ, ସହନଶୀଳ ଓ ଶାନ୍ତି ପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ଲାଭ କରିବେ । ବିଭିନ୍ନ ସୂତ୍ରରୁ ଧନାଗମ ହେବ ।
ଐଶ୍ୱର୍ଯ୍ୟଯୁକ୍ତ ହେବେ । ଯୁଦ୍ଧକ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରିପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହୋଇପାରେ । ରୋଜଗାର ଆଶାନୁରୂପ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ନୂଆ ବନ୍ଧୁ ଜୁଟି ପାରନ୍ତି ।
ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଥଣ୍ଡା କଫଜନିତ ପୀଡ଼ା ଅନୁଭବ କରିବେ । କର୍ମଚଞ୍ଚଳ ରହିବେ । ଶତ୍ରୁ ବଳବାନ୍ ହେଲେ ବି କିଛି କ୍ଷତି କରିପାରିବେ ନାହିଁ । ଧାର୍ମିକ ପ୍ରକୃତିର ହେବେ । ସାହସୀ ଓ ଜ୍ଞାନୀ ହୋଇପାରନ୍ତି । ମଧୁରଭାଷୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments