ଆୟ ଆଶାନୁରୂପ ହେବ । କର୍ମଚଞ୍ଚଳ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସୁସ୍ଥ ରହିବେ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ସରକାରୀ ସ୍ତରରୁ ଅର୍ଥ ଓ ସମ୍ମାନ ମିଳିବ । | |
ଭ୍ରମଣ ସୁଖ ମିଳିପାରେ । କୁଳପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ଶରୀର ସୁସ୍ଥ ରହିବ । ଦୟାଳୁ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । | |
ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖସମୃଦ୍ଧି ପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଉଦ୍ୟୋଗୀ ହେବାର ସୂଚନା ମିଳୁଛି । | |
ଧନ କ୍ଷୟ ହେବାର ସମ୍ଭାବନା ଅଛି । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ । ଯାତ୍ରା ପଥରେ ବାଧା ଉପୁଜିପାରେ । ସତର୍କରେ ଚଳିବାକୁ ପଡ଼ିବ । | |
ବନ୍ଧୁ ସହଯୋଗ ପାଇ ଖୁସି ହେବେ । ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବର ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ କାର୍ଯ୍ୟ କଲେ ସଫଳ ହେବାର ସମ୍ଭାବନା ଅଛି । | |
କାର୍ଯ୍ୟ କ୍ଷେତ୍ରରେ ଶତ୍ରୁତା ଉପୁଜିପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶକ୍ତିମାନ୍ ଓ ଶତ୍ରୁହନ୍ତା ହୋଇପାରନ୍ତି । କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । | |
ବିଚାର ବିମର୍ଶ ପୂର୍ବକ କାର୍ଯ୍ୟ କଲେ ସଫଳତା ମିଳିବ । କର୍ମଚଞ୍ଚଳ ରହିବେ । ଧନଲାଭ ହୋଇପାରେ । ତନ୍ତ୍ର-ମନ୍ତ୍ରାଦିଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ବ୍ୟବସାୟାଦି ସୂତ୍ରରୁ ବହୁମାତ୍ରାରେ ଲାଭବାନ୍ ହେବେ । | |
ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଦଳ ପ୍ରତି ଆନୁଗତ୍ୟ ଓ ଆଦର ବୃଦ୍ଧି ପାଇବ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । | |
ଉଚ୍ଚ ସମ୍ମାନ ଲାଭ କରିବେ । ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । କଥାବାର୍ତ୍ତା ଶ୍ରୁତି ମଧୁର ହେବ । ସାନଭାଇଙ୍କଠାରୁ ଆଦର, ସମ୍ମାନ ମିଳିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । | |
ଯଦିଓ ସୌଭାଗ୍ୟଶାଳୀ ହେବେ, ତଥାପ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବା କଷ୍ଟସାଧ୍ୟ ହେବ । ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି । ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସହାୟତା ମିଳିବ । | |
ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ବୃଦ୍ଧିର ସୂଚନା ମିଳୁଛି । ଐଶ୍ୱର୍ଯ୍ୟପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ମାଲି-ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବା ଆଶା କରାଯାଏ । | |
କର୍ମଚଞ୍ଚଳ ରହିବେ । ଏକାନ୍ତରେ କିଛିସମୟ ବିତାଇ ପାରନ୍ତି । ପରକୁ ଆପଣାର କରିପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ । ସାହାସୀ ଓ ଜ୍ଞାନୀ ହେବେ । ଯାତ୍ରାରେ ଅଧିକ ବ୍ୟୟର ସମ୍ମୁଖୀନ ହେବେ । |