![]() |
ସୁଖକର ଘଟଣା ଘଟିବ । କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଆନନ୍ଦ ଉପଭୋଗ କରିବେ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ପତ୍ନୀଙ୍କ ସହାୟତା ମିଳିବ । |
![]() |
ଉତ୍ତମ ବନ୍ଧୁ ଲାଭର ସମୟ ଉପସ୍ଥିତ । ମାନସିକ ଶାନ୍ତି ଫେରି ପାଇବେ । ଶୁଭଖବର ପାଇ ଆନନ୍ଦରେ ଅଧୀର ହେବେ । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଋଣ ପରିଶୋଧ କରିବେ । |
![]() |
ଅଧ୍ୟୟନରତ ହେବେ । ବିଭିନ୍ନ ଦିଗରୁ ଅର୍ଥପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ଶୁଭଖବର ପାଇ ଖୁସି ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଦୁଃସାହସିକ କାର୍ଯ୍ୟ କରି ପୁରସ୍କୃତ ହେବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । |
![]() |
ବାଦବିବାଦରେ ବିଜୟୀ ହେବେ । କୃଷି କର୍ମକାରୀ ହୋଇପାରନ୍ତି । ଧର୍ମମତି ହେବେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମର ମୂଲ୍ୟ ମିଳିବ । ଯାନବାହନ ସୁଖ ମିଳିପାରେ । ଆତ୍ମ ନିର୍ଭରଶୀଳ ହେବେ । |
![]() |
ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରାହିଛି । ଭଗବତ୍ ଚିନ୍ତାରେ ମଗ୍ନ ହୋଇପାରନ୍ତି । ଠାକୁରଙ୍କ ଦର୍ଶନ ଲାଭ କରିବାର ସିଯୋଗ ସୃଷ୍ଟି ହୋଇଛି । ଅଶାନ୍ତିର ଉପଶମ ହେବ । ସରକାରୀ ଲାଭ ମିଳିବ । |
![]() |
ବିଭାଗୀୟ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ଭାଗ୍ୟର ପରିବର୍ତ୍ତନ ଘଟିବ । ବିଭିନ୍ନ ଦିଗରୁ ଧନାଗମ ହେବ । ପାରିବାରିକ ସୁଖ ମିଳିବ । ଧନରତ୍ନ ମିଳିବାର ସୂଚନା ମିଳୁଛି । ସହିଷ୍ଣୁ ହେବେ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
![]() |
ରୋଜଗାରର ମାତ୍ରା ବୃଦ୍ଧି ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ନୂଆବନ୍ଧୁ ଜୁଟି ପାରନ୍ତି । ଚିନ୍ତାଧାରା ଉନ୍ନତମାନର ହେବ । |
![]() |
କାର୍ଯ୍ୟ ବ୍ୟସ୍ତ ରହିବେ । ଉଚ୍ଚଆଶା ଫଳବତୀ ହେବ । ମର୍ଯ୍ୟାଦା ରକ୍ଷା ପାଇଁ ଖର୍ଚ୍ଚାନ୍ତ ହୋଇପାରନ୍ତି । ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ହେବା ସବୁଠୁଁ ଭଲ । ପରାକ୍ରମଶାଳୀ ହେବେ । କର୍ମକ୍ଷେତ୍ରରେ ଅଧିପତି ହେବା ଆଶା କରାଯାଏ । |
![]() |
ସୁସମ୍ବାଦ ପାଖ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ସବୁ ବାଧା-ବିଘ୍ନକୁ ଏଡ଼ାଇ ସରକାରୀ କୃପା ଲାଭ କରିବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । କରିତ୍କର୍ମା ହେବେ । |
![]() |
ପ୍ରତ୍ୟେକ କ୍ଷେତ୍ରରେ ଅଗ୍ରଗତି ଘଟିବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସୁସମ୍ବାଦ ପାଇ ଉତ୍ଫୁଲ୍ଲିତ ହେବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶ୍ରମ ସାର୍ଥକ ହୋଇପାରେ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ବିବାଦରେ ବିଜୟୀ ହେବେ । |
![]() |
ଆଲୋଚନା ସୌଜନ୍ୟପୂର୍ଣ୍ଣ ହେବ । କାର୍ଯ୍ୟରେ ସଫଳତା ଲାଭ କରିବେ । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଦିନଟି ମଧ୍ୟମ ଧରଣର । ସୁଭାଷୀ ଓ ସୁବିଦ୍ୟାଯୁକ୍ତ ହେବେ । |
![]() |
ଦୃଢ଼ ମନୋବଳ ନେଇ କାର୍ଯ୍ୟ ସଂପାଦନ କରିପାରନ୍ତି । ଯଶସ୍ୱୀ ହୋଇପାରନ୍ତି । ବିଜୟୀ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରତି । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବେ । |