OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 14th Sep 2019

Odia Rashiphala

Odia Rashiphala

ଆୟ ଯଥେଷ୍ଟ ପରିମାଣର ହେବ । ସୁ ଖବର ପାଇ ଭାବବିହ୍ୱଳ ହୋଇପାରନ୍ତି । ଜ୍ଞାନ ଆହରଣ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ ।
ଅଭାବ ଦୂରେଇ ଯିବ । ବିଭିନ୍ନ ସୂତ୍ରରୁ ଧନାଗମର ସୂଚନା ମିଳୁଛି । ସୁ-ସମ୍ୱାଦ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ବିବାଦରେ ବିଜୟୀ ହେବେ ।
ପରର ଉପକାର କରି ଆତ୍ମସନ୍ତୋଷ ଲାଭ କରିବେ । କାର୍ଯ୍ୟରେ ସଫଳତା ମିଳିବ । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ଉପଯୋଗ କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଭକ୍ତିଗାଥା ଶ୍ରବଣ କରିବେ ।
ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ଧନକ୍ଷୟ ହେବାର ସମ୍ଭାବନା ଅଛି । ଅର୍ଥ ଟାଣଟୁଣ ରହିବ । ଉତ୍ତମ ମିତ୍ର କିମ୍ବା ପୁତ୍ର ଲାଭର ସୂଚନା ମିଳୁଛି । ଯାନବାହନ ସୁଖ ମିଳିପାରେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ ।
ଉନ୍ନୟନ କାର୍ଯ୍ୟ ପାଇଁ ସୁଯୋଗ ମିଳିବ । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଆନନ୍ଦ ଉପଭୋଗ କରିପାରନ୍ତି । ଉତ୍ତମ ଭୋଜନରେ ଆପ୍ୟାୟିତ ହେବ ।
ପାରସ୍ପରିକ ବୁଝାମଣା ସୁଖକର ହେବ । ଶତ୍ରୁକୁ ପରାଜିତ କରି ବିଜୟ ବାନା ଉଡ଼ାଇ ପାରନ୍ତି । ମାନସିକ ଶାନ୍ତି ଫେରି ପାଇବେ । ଶୁଭ ଖବର ପାଇ ଖୁସି ହେବେ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ଋଣ ପରିଶୋଧ କରିପାରନ୍ତି ।
ଲେଖା ପଢ଼ାରେ ପାରଙ୍ଗମ ହୋଇପାରନ୍ତି । ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ଶୁଭ ସମାଚାର ପାଇ ଆନନ୍ଦ ଅନୁଭବ କରିବେ । ଦିନଟି ମଧ୍ୟମ ଧରଣର । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି ।
ଦୂରବନ୍ଧୁଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ଯଶସ୍ୱୀ ହେବେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମର ମୂଲ୍ୟ ମିଳିବ । ନିଜ ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇପାରନ୍ତି । ଯଶ ଅର୍ଜନ କରିବେ । କୀର୍ତ୍ତିମାନ୍ ହୋଇପାରନ୍ତି ।
ନିଃସନ୍ଦେହରେ ବନ୍ଧୁଙ୍କୁ ସାଦର ନିମନ୍ତ୍ରଣ କରିପାରନ୍ତି । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ପ୍ରଶସ୍ତ ରହିଛି । ଦେବଦର୍ଶନର ସୌଭାଗ୍ୟ ରହିଛି । ଅଶାନ୍ତିର ଉପଶମ ହୋଇପାରେ । ସରକାରୀ ଲାଭ ପାଇବେ ।
ପିତୃ ଋଣ ପରିଶୋଧ କରିବା ପାଇଁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଆକସ୍ମିକ ଭାବେ ସମସ୍ୟା ଦେଖା ଦେଇପାରେ । ହଠାତ୍ ଭାଗ୍ୟର ପରିବର୍ତ୍ତନ ଘଟିବ । ଧନାଗମ ହେବ । ବ୍ୟକ୍ତି ବିଶେଷଭାବେ ନିଜର ପରିଚୟ ସୃଷ୍ଟି କରିବେ । ପତ୍ନୀପରାୟଣ ହେବେ ।
ଆଶାବାଦୀ ହେବେ । ରୋଜଗାର ବୃଦ୍ଧି ହେବ । ଧନବାନ୍ ହେବେ । ଅପାର ଗୁଣର ଅଧିକାରୀ ହୋଇପାରନ୍ତି । ପାରିବାରିକ ଜୀବନ ସୁଖପ୍ରଦ ହେବ । କାର୍ଯ୍ୟ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । କାର୍ଯ୍ୟର ସଫଳ ରୂପାୟନ କରି ବିଭାଗରେ ପ୍ରିୟ ହେବେ ।
ଥଣ୍ଡା ଓ କଫ ଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଅଯଥା ବିତର୍କରେ ଭାଗ ନ ନେଇ ନିରବଦର୍ଶକ ହୋଇପାରନ୍ତି । ଖର୍ଚ୍ଚ ପରିମାଣ ବୃଦ୍ଧି ହୋଇପାରେ । ବଚନ ମଧୁର ହୋଇପାରେ । ମାନସିକ ସ୍ତରରେ ଚିନ୍ତାଗ୍ରସ୍ତ ହେବେ । ବିଦ୍ୱାନ ଓ ଶାସ୍ତ୍ରଜ୍ଞ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments