OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 21th Dec 2019

Odia Rashiphala

Odia Rashiphala

ମାନସିକ ସ୍ତରରେ ବ୍ୟସ୍ତତା ବଢ଼ିବ । କ୍ରୋଧିତ ହୋଇପାରନ୍ତି । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ୱାଦ ପାଇ ଖୁସି ହେବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଋଣ ପରିଶୋଧ କରିବାରେ ସକ୍ଷମ ହେବେ ।
ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି । ଘାତଚନ୍ଦ୍ର ଭୋଗହେତୁ ସତର୍କରେ ଚଳିବାକୁ ପଡ଼ିବ । ନାନା ଶାସ୍ତ୍ର ଅଧ୍ୟୟନରେ ରତ ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ଖବର ପାଇ ଉତ୍‌ଫୁଲ୍ଲିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ନୂତନ ସଂପର୍କ ସୃଷ୍ଟି କରିପାରନ୍ତି । କଳହ ଠାରୁ ଦୂରେଇ ରହିବେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଅଧିକ ପରିଶ୍ରମ ପଡ଼ିଲେ ବି ତାର ମୂଲ୍ୟ ମିଳିବ । ଶତ୍ରୁ ବିଜୟୀ ହୋଇପାରନ୍ତି । ଘାତଚନ୍ଦ୍ର ଭୋଗହେତୁ ସତର୍କରେ ଚଳିବାକୁ ପଡ଼ିବ । କୀର୍ତ୍ତିମାନ୍ ହେବେ ।
ଯାନବାହନ କିଣିବାର ସୁଯୋଗ ଅଛି । ଅନେକ କ୍ଷେତ୍ରରେ ସମ୍ମାନିତ ହେବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଦେବ ଦର୍ଶନର ସୌଭାଗ୍ୟ ଅଛି । ଅଶାନ୍ତି ପ୍ରଶମିତ ହୋଇପାରେ । ସରକାରୀସ୍ତରରୁ ଲାଭ ଉଠାଇ ପାରନ୍ତି ।
ଯାତ୍ରାକାଳୀନ ସାବଧାନତା ଏକାନ୍ତ ଲୋଡ଼ା । ତରବର ନ ହୋଇ ଅପେକ୍ଷାରତ ହେଲେ ସଫଳତା ମିଳିବ । ବିଭିନ୍ନ ସ୍ତରରୁ ଧନାଗମ ହେବାର ସୂଚନା ମିଳୁଛି । ତ୍ୟାଗଶୀଳ ହେବେ । ନୀତିଜ୍ଞ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ଆଦରଣୀୟ ହୋଇପାରନ୍ତି । କୀର୍ତ୍ତିମାନ୍ ହେବେ ।
ପୂର୍ବରୁ ଅର୍ଜନ କରିଥିବା ଅଭିଜ୍ଞତା କାର୍ଯ୍ୟରେ ଲଗାଇ ପାରନ୍ତି । ଧନବାନ୍ ହେବେ । ଅପାରଗୁଣର ଅଧିକାରୀ ହୋଇପରନ୍ତି । ଉପାର୍ଜନ ଊଣା ହେବ ନାହିଁ । ଶକ୍ତିମାନ ହୋଇପାରନ୍ତି । ଉତ୍ତମ ଭୋଜନରେ ଅପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ନିଜକୁ ନିଜେ ସାନ୍ତ୍ୱନା ଦେବେ । ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଅଯଥା ବିତର୍କରେ ଭାଗ ନ ନେଇ ନିରବତା ରକ୍ଷା କରିବା ସବୁଠୁ ଭଲ । କିନ୍ତୁ ବନ୍ଧୁ ବିରୋଧକୁ ଏଡ଼ାଇ ଆଗକୁ ବଢ଼ି ପାରନ୍ତି । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ଭ୍ରାତୃ ଭାବ ଅତୁଟ ରହିବ ।
ମାନସିକ ଅଶାନ୍ତିର ଅବସାନ ଘଟିବ । ମୂଲ୍ୟବାନ୍ ଦ୍ରବ୍ୟ ଲାଭର ସୂଚନା ମିଳୁଛି । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି ।
ଭାଇମାନଙ୍କ ମଧ୍ୟରେ ସ୍ନେହ ସଂପର୍କ ବଢ଼ିବ । କାର୍ଯ୍ୟରେ ସଫଳତା ଲାଭ କରିବେ । ସୁସମ୍ୱାଦ ପାଇ ଉତ୍‍ଫୁଲ୍ଲିତ ହେବେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି । ବିବାଦରେ ବିଜୟୀ ହେବେ ।
ରାଜନୈତିକ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ସୁସଂପର୍କ ବୃଦ୍ଧି ହେବ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ କରଣୀୟ । ଦେବ ଦର୍ଶନ ଲାଭ କରିପାରନ୍ତି । ଅଶାନ୍ତି ଉପଶମ ହେବ । ସରକାରୀସ୍ତରରୁ ଲାଭ ଉଠାଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ବିଦ୍ୟାର୍ଥୀମାନେ ଯଶସ୍ୱୀ ହେବେ । ପରୋପକାରୀ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ପୂର୍ବାହ୍ନ ସାଢ଼େ ୯ଟା ମଧ୍ୟରେ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । କାର୍ଯ୍ୟରେ ସଫଳତା ମିଳିବ । କ୍ଷମତାରେ ଅଭିବୃଦ୍ଧି ଘଟିବ ।
ପାରିବାରିକ ଅଶାନ୍ତି ଦୂର ହେବ । ସୁଖୀ ହେବେ । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ସମୟ ପ୍ରଶସ୍ତ ରହିଛି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଆନନ୍ଦ ଉପଭୋଗ କରିପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments