OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 21th Nov 2020

Odia Rashiphala

Odia Rashiphala

ଶ୍ରମ ସାର୍ଥକ ହେବ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । କର୍ମକ୍ଷେତ୍ରରୁ ସଫଳତା ମିଳିବ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ ବାତାବରଣ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟ ଲାଭ କରିବେ ।
ଉପୁଜିଥିବା ଅସୁବିଧାର ସୁଧାର ଆସି ପାରେ । କର୍ମଚଞ୍ଚଳ ରହିବେ । କାର୍ଯ୍ୟରେ ସଫଳତା ମିଳିବ । ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ପ୍ରବଚନ ଶୁଣିବେ ।
ଯାହା ଚାହବେିଁ ତାହା କରିପାରିବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପର ସ୍ତ୍ରୀକୁ ମାତୃବତ୍ ସମ୍ମାନ ନ ଦେଲେ ଅସୁବିଧାରେ ପଡ଼ିପାରନ୍ତି । ସ୍ୱାଭିମାନୀ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବେ ।
ଦୂରଯାତ୍ରା ଫଳଦାୟକ ହେବ । ଲୋଭଗ୍ରସ୍ତ ହୋଇପାରନ୍ତି । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ମିଷ୍ଟାନ୍ନ ମିଳିବ । ଦାମ୍ପତ୍ୟ ସୁଖ ମିଳିବ ।
ମିତ୍ର ଲାଭ ହୋଇପାରେ । ବନ୍ଧୁଙ୍କ ସହାୟତା ମିଳିବ । ଶତ୍ରୁକୁ ପରାଜିତ କରିପାରନ୍ତି । ମାନସିକ ଶାନ୍ତି ଫେରି ପାଇବେ । ଶୁଭ ଖବର ପାଇ ଉତ୍‌ଫୁଲ୍ଲିତ ହେବେ । ଶୁଭକାର୍ଯ୍ୟ କରିପାରନ୍ତି । ଋଣ ପରିଶୋଧ କରିପାରନ୍ତି ।
ପଠନ, ଲିଖନ ଉପରେ ଧ୍ୟାନ ଦେଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ଖବର ପାଇ ଉତ୍‌ଫୁଲ୍ଲିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଅର୍ଥାଗମର ସୂଚନା ମିଳୁଛି । ଉଚ୍ଚାଭିଳାଷୀ ହେବେ । ସୁଲେଖକ ହେବେ ।  
ପରିଶ୍ରମର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶ୍ରେଷ୍ଠ କାର୍ଯ୍ୟରେ ଦକ୍ଷତା ପ୍ରତିପାଦନ କରିପାରନ୍ତି । ବିଭିନ୍ନ ଶାସ୍ତ୍ର ଅଧ୍ୟୟନରେ ରତ ହୋଇପାରନ୍ତି । ଧନୀକ ହେବେ । ସତ୍‌ପଥଗାମୀ ହେବେ ।
ସମ୍ମାନିତ ହେବେ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ସାବ୍ୟସ୍ତ ହୋଇଛି । ଦେବ ଦର୍ଶନର ସୁଯୋଗ ଅଛି । ଅଶାନ୍ତି ଉପସମ ହେବ । ସରକାରୀ ସ୍ତରରୁ ଲାଭବାନ୍ ହେବେ । ପ୍ରତିଯୋଗିତାରେ ବିଜୟୀ ହେବେ ।
ସମସ୍ୟା ଜଡ଼ିତ ହୋଇପାରନ୍ତି । କାର୍ଯ୍ୟ ହାସଲ ପାଇଁ ଅପେକ୍ଷା କରିବାକୁ ପଡ଼ିବ । ଧନାଗମ ହେବ । ସ୍ୱାସ୍ଥ୍ୟ ହାନିର ଆଶଙ୍କା ଅଛି । ନାନାବିଧ ସମ୍ମାନର ଅଧିକାରୀ ହେବେ । କୀର୍ତ୍ତିମାନ୍ ହେବେ । ଗୁଣଜ୍ଞ ହେବେ । ମନ ପ୍ରସନ୍ନ ରହିବ ।
ଆୟ ଯଥେଷ୍ଟ ପରିମାଣର ହୋଇପାରେ । ସରକାରୀ କିମ୍ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ରହିବେ । ନୂଆବନ୍ଧୁ ଜୁଟିବେ । ଚିନ୍ତାଧାରା ଉନ୍ନତମାନର ହେବ ।
ସଙ୍ଗ ମେଳରେ ଆନନ୍ଦ ଅନୁଭବ କରିପାରନ୍ତି । ପରୋପକାରୀ ହେବେ । ସରକାରୀ ମାନ୍ୟତାପ୍ରାପ୍ତ ହୋଇପାରନ୍ତି । ବୁଦ୍ଧିମାନର କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ ।
ଗୃହ ସମସ୍ୟା ଆପଣଙ୍କୁ ବ୍ୟତିବ୍ୟସ୍ତ କରିପାରେ । ସଞ୍ଚାୟାଭିମୁଖୀ ହେବେ । ବିତ୍ତବାନ୍ ହୋଇପାରନ୍ତି । ନାନା ବିଦ୍ୟାରେ ଅଳଙ୍କୃତ ହେବେ । ରଣାଙ୍ଗନରେ ଦକ୍ଷତା ପ୍ରଦର୍ଶନ କରିପାରନ୍ତି । ଲୋକପ୍ରିୟ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments