![]() |
ପରମ ସୌଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ଲାଭ କରିପାରନ୍ତି । |
![]() |
ଆୟ ଆଶାନୁରୂପ ହେବ । ଉତ୍ତମ ଭୋଜନ ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଯୁଦ୍ଧକ୍ଷେତ୍ରରେ ପାରଙ୍ଗମ ହେବେ । ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଦାମ୍ପତ୍ୟ ସୁଖ ମିଳିବ । |
![]() |
କର୍ମ ଚଞ୍ଚଳ ରହିବେ । ଥଣ୍ଡାରେ ଆକ୍ରାନ୍ତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଏକାନ୍ତ ପ୍ରିୟ ହେବେ । ମହିଳାମାନଙ୍କୁ ମାତୃବତ୍ ଜ୍ଞାନ କରି ତାଙ୍କର ସହାୟତା କରିପାରନ୍ତି । ମଧୁରଭାଷୀ ହେବେ । |
![]() |
ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ତନ୍ତ୍ର ମନ୍ତ୍ର ତଥା ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ । |
![]() |
କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ ଶ୍ରଦ୍ଧା ଭାବ ରହିବ । ସରକାରୀ ସ୍ତରରେ ସମ୍ମାନିତ ହେବେ । |
![]() |
ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ସମୟ ଅତିବାହିତ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ସହଧର୍ମଣୀ ସୁନ୍ଦର, ସୁଶୀଳାଙ୍କ ସହାୟତା ମିଳିବ । |
![]() |
ପ୍ରତିଶୋଧ ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ମିତ୍ରମାନଙ୍କ ଠାରୁ ସହାୟତା ଆଶା କରିବା ବୃଥା ହୋଇପାରେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । |
![]() |
ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ଉତ୍ସର୍ଗୀକୃତ ମନୋଭାବ ଗ୍ରହଣ କରିବେ । ସ୍ୱସୁକର୍ମ ପାଇଁ ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ । |
![]() |
ବଦଖର୍ଚ୍ଚୀ ହୋଇପାରନ୍ତି । ଚକ୍ଷୁରେ ପୀଡ଼ା ଅନୁଭବ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ । କୋଷ୍ଠ କାଠିନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । |
![]() |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଧନଲାଭ ହୋଇପାରେ । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ରୁଚି ରହିବ। |
![]() |
ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ଓ ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷକମାନଙ୍କର ପ୍ରେରଣାଦାତା ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ଜ୍ଞାନ ଗରିମାଯୁକ୍ତ ହେବେ । |
![]() |
ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ପୂଜା ପାଠରେ ମନ ଧ୍ୟାନ ଦେଇ ପାରନ୍ତି । |