OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 23th May 2020

Odia Rashiphala

Odia Rashiphala

ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସଂପନ୍ନ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ସୁଖ ମିଳିବ । ମିତ୍ର ସୁଖ ଲାଭ କରିବେ । ଧନାଗମ ହେବ ।
ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ସରକାରଙ୍କ ଶୁଭ ଦୃଷ୍ଟି ପଡ଼ିବ ।
ଆଶାବାଦୀ ହେବେ । ଚଞ୍ଚଳମନା ହୋଇପାରନ୍ତି । ଚକ୍ଷୁରେ ଯନ୍ତ୍ରଣା କାରଣରୁ ଖର୍ଚ୍ଚାନ୍ତ ହେବେ । ଜ୍ଞାନୀ ଓ ସାହସୀ ହେବେ । ଜଣେ ମଧୁରଭାଷୀ ବ୍ୟକ୍ତି ଭାବେ ପରକୁ ଆପଣାର କରିବାରେ ସକ୍ଷମ ହେବେ ।
ଆମୋଦ ପ୍ରମୋଦର ସମୟ ଅତିବାହିତ କରିବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ରୁଚି ରହିବ ।
ଚାଲୁ ରଖିଥିବା କାର୍ଯ୍ୟରେ ଅପୂର୍ବ ସଫଳତା ମିଳିବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । କୀର୍ତ୍ତିମାନ୍ ହୋଇପାରନ୍ତି ।
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ଦିନଟି ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଚାଲୁ ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବା କଷ୍ଟସାଧ୍ୟ ହୋଇପାରେ । ଅନ୍ୟ ଉପରେ ନିର୍ଭରଶୀଳ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
ବନ୍ଧୁ ସହଯୋଗ ପାଇ ଖୁସି ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜସେବା ପ୍ରତି ମନ ବଳାଇ ପାରନ୍ତି । ସୂଚାର ରୂପେ କାର୍ଯ୍ୟ ସମ୍ପାଦନ କରି ଗର୍ବିତ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିବେ ।
ଆଜି ଦିନଟି ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶତ୍ରୁହନ୍ତା ହେବେ । ବ୍ୟକ୍ତି ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହେବେ ।
ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳମନା ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଜୁଆ କିମ୍ୱା ଲଟେରିରୁ ଅର୍ଥ ମିଳିବାର ସମ୍ଭାବନା ଅଛି । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ସୁଖୀ ହେବେ ।
ଉଦାର ମନୋଭାବାପନ୍ନ ହୋଇପାରନ୍ତି । ଦାନ-ଧର୍ମକୁ ଆଦରି ନେବେ । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । କୃଷି କର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ନିର୍ଭରଶୀଳ ନହୋଇ ନିଜସ୍ୱ ଚିନ୍ତାଧାରାରେ କାର୍ଯ୍ୟ କଲେ ସଫଳତା ମିଳିବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments