ଭାଗ୍ୟଶାଳୀ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ସ୍ୱଭାବ ଓ ବିଦ୍ୟାପ୍ରେମୀ ହେବେ । ଧନାଗମ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । | |
ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଊଣା ହେବ ନାହିଁ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟାଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ସୁସ୍ଥ ଓ ନିରାମୟ ରହିବେ । | |
ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ବହୁ ବ୍ୟୟର ସମ୍ମୁଖୀନ ହେବେ । ଏକାନ୍ତରେ କିଛି ସମୟ ବିତାଇବାକୁ ଇଚ୍ଛା କରିବେ । କର୍ମଚଞ୍ଚଳ ରହିବେ । ମଧୁର କଥା କହି ପରକୁ ଆପଣାର କରିବେ । | |
ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଯଶସ୍ୱୀ ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭ ହେବ । କାର୍ଯ୍ୟରେ ସଫଳତା ମିଳିବ । | |
ଶ୍ରମ ସାର୍ଥକ ହେବ । କୁଳପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ସଦିଚ୍ଛା ରହିବ । | |
ଭାଗ୍ୟଶାଳୀ ହେବେ । ଭୋଗୀ ଓ ବିଳାସୀ ହୋଇପାରନ୍ତି । ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍; ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ପ୍ରବଳ ଉଦ୍ୟୋଗୀ ହୋଇପାରନ୍ତି । | |
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । କାର୍ଯ୍ୟରେ ବିଘ୍ନ ଉପୁଜିପାରେ । ଗୁଣଜ୍ଞ ହେତୁ ଆଦର ମିଳିବ । ଦୟାର ପାତ୍ର ହୋଇପାରନ୍ତି ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ । ଜଳ ଯାତ୍ରା ମନା । | |
ପ୍ରୀତିଲାଭ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି । | |
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରିରେ ସୁନାମ ଅର୍ଜନ କରିବେ । | |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ । ଆକସ୍ମିକ ଧନଲାଭ ହୋଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ବ୍ୟବସାୟରୁ ପ୍ରଚୁର ଲାଭ ହେବ । | |
ଅନ୍ୟାୟର ପ୍ରତିରୋଧ ପାଇଁ ମୁହଁ ଖୋଲିବେ । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ରହିବେ । କୃଷି ପ୍ରତି ଧ୍ୟାନ ଦେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । | |
କାର୍ଯ୍ୟ ଉତ୍ସାହଜନକ ହେବ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭାଇଙ୍କଠାରୁ ଆଦର ସମ୍ମାନ ମିଳିବ । ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ । |