OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 24th Oct 2020

Odia Rashiphala

Odia Rashiphala

ସମ୍ମାନାସ୍ପଦ ବ୍ୟକ୍ତିଭାବେ ସରକାରୀ ସ୍ତରରେ ପରିଗଣିତ ହେବେ । ବଂଶର ମର୍ଯ୍ୟାଦା ରକ୍ଷା କରିବାରେ ପାରଙ୍ଗମ ହେବେ । ବ୍ୟବସାୟ ଲାଭଜନକ ହେବ । କୁସ୍ୱଭାବର ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ରହିବେ ।
ପାରିବାରିକ ଦ୍ୱନ୍ଦ୍ୱକୁ ସୁଧାରିବାକୁ ସକ୍ଷମ ହେବେ । ସେବା ପୂଜାରେ ମନୋନିବେଶ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ବିଦ୍ୱାନ୍ ସାହସୀ ଓ ସମ୍ପତ୍ତିବାନ୍ ହେବେ ।
କାର୍ଯ୍ୟ ମାନ୍ଦା ଗତିରେ ଚାଲିବ । ସୁଖ ମିଳିବା କଷ୍ଟସାଧ୍ୟ ହେବ । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟରୁ ସ୍ୱଳ୍ପ ଲାଭ ମିଳିବ । ଖର୍ଚ୍ଚାନ୍ତ ହେବେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ପାଇ ଆନନ୍ଦ ଅନୁଭବ କରିବେ । ଠାକୁରଙ୍କୁ ଦର୍ଶନ କରିବାର ସୁଯୋଗ ମିଳିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ଆକୃଷ୍ଟ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଇଙ୍ଗିତରେ ଚଳିବେ ।
ଶତ୍ରୁ ବୃଦ୍ଧି ଘଟିବାର ଆଶଙ୍କା କରି ମୁକାବିଲା ପାଇଁ ପ୍ରସ୍ତୁତି ଚଳାଇ ପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶତ୍ରୁକୁ ପରାଜିତ କରି ଆଶ୍ୱସ୍ତ ହେବେ । ବହୁ ଶୁଭଫଳ ଅଛି । ଚାକିରିରେ ସୁନାମ ମିଳିବ ।
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ସନ୍ତାନଲାଭ ହୋଇପାରେ । ବ୍ୟବସାୟରୁ ଅଧିକ ଲାଭ ମିଳିବ । ସମ୍ମାନ, ଧନ, ଯାନବାହନାଦି ସୁଖ ମିଳିପାରେ ।
ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନ ଧର୍ମକୁ ଶ୍ରେୟ ମଣି ପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କୃଷି କର୍ମକାରୀ ହେବେ । ଜ୍ଞାନୀ ହେବେ ।
ସୁଖ-ସମ୍ମାନ ଲାଭ କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ପୂଜା ପାଠ ଉପରେ ଅଧିକ ଧ୍ୟାନ ଦେବେ । ବନ୍ଧୁପ୍ରେମୀ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ପାଇପାରନ୍ତି । ବ୍ୟବସାୟରୁ ଅଧିକ ଧନଲାଭ ହେବାର ସୂଚନା ମିଳୁଛି ।
କର୍ମଚଞ୍ଚଳ ରହିବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଆୟ ଅଧିକତର ହୋଇପାରେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବ । ଉତ୍ତମ ଭୋଜନ ମିଳିବ । ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ ।
ଜଟିଳ ସମସ୍ୟାର ସମାଧାନ କରିବାରେ ସିଦ୍ଧହସ୍ତ ହେବେ । କର୍ମଚଞ୍ଚଳ ରହିବେ । ମଧୁର କଥା କହି ପରକୁ ଆପଣାର କରିବେ । ଏକାନ୍ତ ପ୍ରିୟ ହୋଇପାରନ୍ତି । ଜିତେନ୍ଦ୍ରିୟ ଭାବେ ସମ୍ମାନାସ୍ପଦ ହୋଇପାରନ୍ତି ।
ଆୟ ଆଶାନୁରୂପ ହେବ । କର୍ମଚଞ୍ଚଳ ରହିବେ । ଯଶସ୍ୱୀ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତ ରୁଚି ରହିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments