![]() |
ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୂଚନା ମିଳୁଛି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ଓ ନିରାମୟ ରହିବେ । ସୁଚିନ୍ତିତ ମତ ବ୍ୟକ୍ତ କରିବେ । |
![]() |
କର୍ମଚଞ୍ଚଳ ରହିବେ । ନିରୋଳାରେ ରହିବାକୁ ଇଚ୍ଛା କରିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ମଧୁର ସମ୍ଭାଷଣରେ ପରକୁ ଆପଣାର କରିପାରନ୍ତି । ସରକାରଙ୍କ କୃପା ଦୃଷ୍ଟି ଊଣା ହୋଇପାରେ । |
![]() |
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । |
![]() |
କୂଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି । ନିଜ ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ । |
![]() |
କର୍ତ୍ତବ୍ୟ ନିଷ୍ଠା ଆପଣଙ୍କୁ ମହାନ୍ କରି ଗଢ଼ି ତୋଳି ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧି ପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବାକୁ ଆଶା କରାଯାଏ । ପରିବାର ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ରହିବ । |
![]() |
ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶୁଭକାର୍ଯ୍ୟରୁ ନିରତ ରହିବା ଭଲ ହେବ । ଖର୍ଚ୍ଚାନ୍ତ ହୋଇପାରନ୍ତି । ମଧୁରଭାଷୀ ହେବେ । ଅଷ୍ଟମଚନ୍ଦ୍ର ଭୋଗ ଯୋଗୁଁ ଜଳ ଯାତ୍ରାଦି କାର୍ଯ୍ୟରୁ ନିବୃତ୍ତ ରହିବେ । |
![]() |
ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ସମୟେ ସମୟେ ମନରେ ଅହଂଭାବ ପୋଷଣ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀ ଆପଣଙ୍କୁ ପତନରୁ ରକ୍ଷା କରିବେ । |
![]() |
ଉଚ୍ଚ ସମ୍ମାନରେ ସମ୍ମାନିତ ହେବେ । ସୁଖ ଭୋଗର ସୂଚନା ମିଳୁଛି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । |
![]() |
ମନୋବଳ ଦୃଢ଼ ରହିବ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । |
![]() |
ଆଜି ଦିନଟି ଆପଣଙ୍କ ପକ୍ଷେ କଲ୍ୟାଣକାରୀ ହେବ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନ ଧର୍ମରେ ଦୀକ୍ଷିତ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷିକର୍ମକାରୀ ହେବେ । |
![]() |
ଚିନ୍ତାଧାରା ଉନ୍ନତମାନର ହେବ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ପାଇବେ । |
![]() |
ଗ୍ରାମ ବା ଦଳର ନେତୃତ୍ୱ ନେଇ ପାରନ୍ତି । ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ଲାଭ କରିପାରନ୍ତି । |