OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 27th Feb 2021

Odia Rashiphala

Odia Rashiphala

କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଭଲରେ ଚାଲିବ ।
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କୃଷି କ୍ଷେତରୁ ଲାଭବାନ୍ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଯଶସ୍ୱୀ ଓ କୀର୍ତ୍ତିମାନ୍ ହେବେ ।
ବିଭିନ୍ନ କ୍ଷେତ୍ରରେ ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହେବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ଭାବ ଅତୁଟ ରହିବ ।
ପରମ ଭାଗ୍ୟଶାଳୀ ହେବେ । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କ ଠାରୁ ସହଯୋଗ ପାଇ କୃତଜ୍ଞ ହେବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ ।
ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଆୟ ବୃଦ୍ଧିର ସୂଚନା ମିଳୁଛି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି ।
କର୍ମଚଞ୍ଚଳ ରହିବେ । ନିରୋଳାରେ ସମୟ ବିତାଇବାକୁ ଇଚ୍ଛା ପ୍ରକାଶ କରିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ମଧୁର ଭାଷା ପ୍ରୟୋଗ କରି ପରକୁ ଆପଣାର କରିପାରନ୍ତି । ଜ୍ଞାନ ଗରିମାଯୁକ୍ତ ହେବେ । ସାହସୀ ହେବେ ।
ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଜ୍ୟୋତିଷ ଶାସ୍ତ୍ରରେ ରୁଚି ରହିବ ।
କର୍ତ୍ତବ୍ୟ ପାଳନ କରି ପ୍ରଶଂସାର ପାତ୍ର ହେବେ । କୁଳ ପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ପର୍ଯ୍ୟଟନର ସୁଯୋଗ ମିଳିପାରେ ।
ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ସତର୍କ ନ ରହିଲେ ଶତ୍ରୁମାନଙ୍କ ଦ୍ୱାରା କ୍ଷତି ହୋଇପାରେ । ସହଯୋଗୀ ବ୍ୟବସାୟରୁ ଲାଭ ମିଳିପାରେ । ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ ।
ଆଶାବାଦୀ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ । ପାରିବାରିକ ସ୍ନେହ ଶ୍ରଦ୍ଧା ଅତୁଟ ରହିବ ।
ପ୍ରଥମେ ଅବସ୍ଥା ଅନୁଧ୍ୟାନ କରି ପରେ କାର୍ଯ୍ୟ କଲେ ସଫଳକାମ ହେବେ । ବଦଖର୍ଚ୍ଚୀ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସ୍ୱାସ୍ଥ୍ୟ ଅତୁଟ ରହିବ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments