OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 27th March 2021

Odia Rashiphala

Odia Rashiphala

କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନର କାର୍ଯ୍ୟ କଳାପ ଆପଣଙ୍କ ସମ୍ମାନ ବୃଦ୍ଧି କରିବାରେ ସହାୟକ ହେବ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ବ୍ୟକ୍ତିତ୍ୱ ବିକଶିତ ହେବ । ସୁସ୍ଥ ଓ ନିରାମୟ ରହିବେ । କୃଷିରୁ ଲାଭବାନ୍ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଯାନବାହନ ସୁଖ ମିଳିପାରେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା, କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର ଓ ସମ୍ମାନ ମିଳିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷା, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହେବା ଆଶାକରାଯାଏ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବିଦ୍ୟାଭ୍ୟାଷୀ ହୋଇପାରନ୍ତି । ବିବାଦୀୟ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଯଥେଷ୍ଟ ପରିମାଣର ବୃଦ୍ଧି ପାଇବ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନ ବୃଦ୍ଧି ହେବାର ସୂଚନା ମିଳୁଛି । ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିବେ ।
କର୍ମଚଞ୍ଚଳ ରହିବେ । ଥଣ୍ଡା, କଫରେ ଆକ୍ରାନ୍ତ ହୋଇପାରନ୍ତି । ନିରୋଳାରେ କିଛି ସମୟ ବିତାଇବାକୁ ଇଚ୍ଛା କରିବେ । ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି । ପରୋପକାରରେ ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି ।
ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ଯାନବାହନ ସୁଖ ମିଳିବ ।
କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି । ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ ।
ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ ବିଳାସରେ ଅତିବାହିତ ହେବ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବହୁ ସୁଖର ଅଧିକାରୀ ହେବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ସୁଖ ମିଳିବ ।
ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ମିତ୍ରମାନଙ୍କୁ ହାତଛଡ଼ା କରି ପରେ ମନସ୍ତାପ କରିବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହୋଇପାରେ । ଅଷ୍ଟମଚନ୍ଦ୍ର ହେତୁ ସତର୍କ ରହିବେ ।
ବନ୍ଧୁ ସହାୟତା ପାଇ ଅସାଧ୍ୟ ସାଧନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ଜ୍ଞାନ ଗରିମାଯୁକ୍ତ ହେବେ । ଉଚ୍ଚ ସମ୍ମାନ ଲାଭ କରିବେ ।
ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶକ୍ତିମାନ୍ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments