OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 29th Feb 2020

Odia Rashiphala

Odia Rashiphala

ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ । ଧନବାନ୍ ହୋଇପାରନ୍ତି । ଅପାର ଗୁଣର ଅଧିକାରୀ ହେବେ । ଉପାର୍ଜନ ଯଥେଷ୍ଟ ପରିମାଣର ହେବ । ନୂଆ ବନ୍ଧୁଙ୍କ ସହଯୋଗରେ ଉପକୃତ ହେବେ ।
ପର ପାଇଁ ଜାମିନ୍‌ଦାର ହୋଇପାରନ୍ତି । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଠକାମିରେ ପଡ଼ିପାରନ୍ତି । ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ । ବାକ୍ୟବୀର ହେବେ । କାର୍ଯ୍ୟ ଅଟକି ଯିବ ।
ଶଭୁ ଖବର ପାଇ ଖୁସି ହେବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ପ୍ରୀତି ଭୋଜନ ମିଳିବ । ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ଜନସେବାକୁ ବ୍ରତଭାବେ ଗ୍ରହଣ କରିପାରନ୍ତି ।
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ସୁସମ୍ୱାଦ ପାଇ ଉତ୍‌ଫୁଲ୍ଲିତ ହେବେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟୀ ହେବେ ।
ମିଳିଥିବା ସୁଯୋଗକୁ ହାତଛଡ଼ା କରିବେ ନାହିଁ । ପରୋପକାରକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହେବେ । ସୁଖ ସମୃଦ୍ଧିର ମୂଳଦୁଆ ପଡ଼ିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ପରିଶ୍ରମ କଲେ ବି ସଫଳତା ମିଳିବା କଷ୍ଟସାଧ୍ୟ ହେବ । ସାମାନ୍ୟ ଅସୁସ୍ଥତା ଦେଖା ଦେଲେ ବି ଯୁଗ୍ମ ବ୍ୟବସାୟରେ ଲାଭଜନକ ହେବ । ମନ ବିଷାଦଭରା ହୋଇପାରେ । ଅର୍ଥ ଟାଣ-ଟୁଣ ରହିବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ ।
ଶତ୍ରୁଯେତେ ବଳବାନ୍ ହେଲେ ବି ପରାଜୟ ବରଣ କରିବ । ବନ୍ଧୁ ମିଳନର ସମ୍ଭାବନା ଅଛି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରୁ ସଫଳତା ମିଳିବ । ଶୁଭକାର୍ଯ୍ୟ ସମାପନ କରି ଆନନ୍ଦ ଅନୁଭବ କରିବେ । ପତ୍ନୀ ପରାମର୍ଶଦାତା ହେବେ ।
ପ୍ରତିଶୋଧ ପରାୟଣ ହୋଇପାରନ୍ତି । ବଳବାନ୍ ଶତ୍ରୁକୁ ଦମନ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭଖବର ପାଇ ଆନନ୍ଦ ଅନୁଭବ କରିପାରନ୍ତି । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଋଣ ପରିଶୋଧ କରି ଆତ୍ମସନ୍ତୋଷ ଲାଭ କରିବେ ।
ଅଧିକ ଜ୍ଞାନ ଆହରଣ ପାଇଁ ଅଧ୍ୟୟନରତ ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ୱାଦ ପାଇ ଖୁସି ହେବେ । ବ୍ୟବସାୟ ଲାଭଜନକ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । କର୍ତ୍ତବ୍ୟନିଷ୍ଠ ହେବେ ।
ଇଚ୍ଛା ବିରୋଧରେ କାର୍ଯ୍ୟ କରିବାକୁ ବାଧ୍ୟ ହେବେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମର ମୂଲ୍ୟ ମିଳିବ । କୃଷି କର୍ମ ଉପରେ ଗୁରୁତ୍ୱ ଦେବେ । ବିବାହ ବିଳମ୍ୱିତ ହୋଇପାରେ । ଭଲ-ମନ୍ଦ ମିଶ୍ରିତ ଫଳ ମିଳିବ ।
ପର ପାଇଁ ମାନି ହୋଇ ସମ୍ମାନିତ ହୋଇପାରନ୍ତି । କାର୍ଯ୍ୟରେ ସଫଳତା ଲାଭ କରିବେ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଦେବ ଦର୍ଶନର ସୁଯୋଗ ଅଛି । ଅଶାନ୍ତିର ଉପଶମ ହେବ । ସରକାରୀ ସ୍ତରରୁ ଲାଭ ମିଳିବ ।
ଅସହାୟତା ବୋଧ କରିପାରନ୍ତି । ଧର୍ମ ପ୍ରିୟ ହେବେ । ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ପାରନ୍ତି । ଶିଳ୍ପ ପାରଦର୍ଶୀ ହେବେ । କ୍ରିୟାଶୀଳ ହେବେ । ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି । ନୀତିନିଷ୍ଠ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments