![]() |
ପରିଶ୍ରମ ଅତ୍ୟଧିକ ହେଲେ ବି ତା’ର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଗୃହ ପରିବେଶ ସ୍ୱାସ୍ଥ୍ୟ ଉପଯୋଗୀ ହେବ । ସମ୍ମାନିତ ହୋଇପାରନ୍ତି । |
![]() |
ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ଭବଗତ ପ୍ରେମୀ ହୋଇପାରନ୍ତି । ଦେବଦର୍ଶନର ସୌଭାଗ୍ୟ ଅଛି । ଅଶାନ୍ତିର ଆଶ୍ୱସ୍ତ ହୋଇପାରନ୍ତି । ତୀବ୍ର ପ୍ରତିଦ୍ୱନ୍ଦିତାରେ ସମ୍ମୁଖୀନ ହୋଇ ବିଜୟୀ ହେବେ । |
![]() |
ବ୍ୟକ୍ତିତ୍ୱର ମହାନ୍ ପରାକାଷ୍ଠା ପ୍ରତିପାଦନ କରିପାରନ୍ତି । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ସହିଷ୍ଣୁ ହେବେ । ନୀତି ନିଷ୍ଠ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ଆଦର ମିଳିବ । ପାରିବାରିକ ସଂପର୍କ ଉନ୍ନତମାନର ହେବ । ନିତ୍ୟାନନ୍ଦଯୁକ୍ତ ହେବେ । |
![]() |
ଆୟ ଆଶାନୁରୂପ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । ନୂଆବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ । ଚିନ୍ତାଧାରା ଉନ୍ନତମାନର ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ସୁଖ ମିଳିବ । |
![]() |
କାର୍ଯ୍ୟରେ ବାଧାବିଘ୍ନ ଉପୁଜିଲେ ବି ଆଗକୁ ବଢ଼ି ଚାଲିବେ । ଧାର୍ମିକ କାର୍ଯ୍ୟରେ ବ୍ୟୟ ପରିମାଣ ଅଧିକ ହୋଇପାରେ । ଜିତେନ୍ଦ୍ରୀୟ ହେବେ । ନାରୀମାନଙ୍କ ପ୍ରତି ସମ୍ମାନ ବୋଧ ରହିବ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । |
![]() |
ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ବ୍ୟବସାୟ ଲାଭଜନକ ହେବ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ଦିଗରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । |
![]() |
ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେଇପାରେ । ଶୁଭକର୍ମ ପାଇଁ ବାତାବରଣ ଅନୁକୂଳ ଅଛି । ବିବାଦୀୟ ଘଟଣାରେ ବିଜୟ ଲାଭ କରିବେ । |
![]() |
କାର୍ଯ୍ୟରେ ସଫଳତା ମିଳିବ । ଅଧିକ କ୍ଷମତା ପାଇ ତା’ର ସଦ୍ବ୍ୟବହାର କରିପାରନ୍ତି । ଜଣେ ପ୍ରତିଯୋଗୀ ଭାବେ କୃତିତ୍ୱ ହାସଲ କରିବେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ଦିନଟି ମଧ୍ୟମ ଧରଣର । କର୍ମକ୍ଷେତ୍ରରେ ପ୍ରଶଂସାର ପାତ୍ର ହେବେ । |
![]() |
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଆର୍ଥିକ ସ୍ଥିତି ଦୁର୍ବଳ ରହିବ । ଖର୍ଚ୍ଚ ବୃଦ୍ଧିର ସୂଚନା ମିଳୁଛି । ସ୍ୱଳ୍ପ ପରିମାଣର ଧନାଗମ ହେବ । ଶତ୍ରୁ ବୃଦ୍ଧିର ସୂଚନା ମିଳୁଛି; ମାତ୍ର କିଛି ଅନିଷ୍ଟ ହେବ ନାହିଁ । ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ରହିବେ । |
![]() |
ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରି ଗଢ଼ି ତୋଳିବେ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ପରୋପକାରୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବ । ବ୍ୟବସାୟ ଲାଭଜନକ ହେବ । ଖାଦ୍ୟ ପେୟରେ ଆନନ୍ଦ ଅନୁଭବ କରିବେ । |
![]() |
ନୈତିକ ସହାୟତା ମିଳିବ । ଶତ୍ରୁଙ୍କୁ ବାକ୍ଯୁଦ୍ଧରେ ପରାସ୍ତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମାଚାର ପାଇ ଖୁସି ହେବେ । ଶୁଭ କାର୍ଯ୍ୟ ପାଇଁ କ୍ଷେତ୍ର ଅନୁକୂଳ ରହିଛି । ଋଣ ପରିଶୋଧ କରିପାରନ୍ତି । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । |
![]() |
ଅଧ୍ୟାପନା ପାଇଁ ଅଧ୍ୟୟନରତ ହୋଇପାରନ୍ତି । ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଲଟେରିର ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟ ଲାଭଜନକ ହେବ । ହଠାତ୍ କିଛି ଅର୍ଥ ମିଳିପାରେ । ସାହସୀ ଓ ଜ୍ଞାନୀ ହୋଇପାରନ୍ତି । |