![]() |
ପରୋପକାରୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା ପ୍ରବାସପ୍ରିୟ, ବିଦ୍ୱାନ ଓ ସାହସୀ ହେବେ । ଉଦ୍ୟୋଗୀ ଓ ସମ୍ପତ୍ତିବାନ୍ ହେବେ । |
![]() |
ଆପଣଙ୍କ ଗୋପନ କାର୍ଯ୍ୟ ପ୍ରକାଶ ପାଇପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହେବେ । ସ୍ୱାଭମାନୀ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ପାଇଁ ସତର୍କ ହେବେ । |
![]() |
ଦୁଃସାହସିକ ପଦକ୍ଷେପ ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିପାରନ୍ତି । ବନ୍ଧୁ ସହାୟତା ପାଇ ଉତ୍ସାହ ଦ୍ୱିଗୁଣିତ ହେବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ । |
![]() |
ସୁଯୋଗର ଉପଯୋଗ କରି କୃତକାର୍ଯ୍ୟ ହେବେ । ଶତ୍ରୁ ବୃଦ୍ଧି ହେତୁ ସତର୍କ ରହିବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଚାକିରିକ୍ଷେତରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । |
![]() |
ଧର୍ମ ଭାବନାରୁ ଶାନ୍ତି ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ । ନିର୍ଭୀକଭାବେ ଜୀବନ-ଯାପନ କରିବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ସୁଶୀଳା ପତ୍ନୀ ଆଜ୍ଞାକାରିଣୀ ହେବେ । |
![]() |
ଶତ୍ରୁ ଚିନ୍ତାରେ ଘାରି ହେବେ । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ବ୍ୟକ୍ତିତ୍ୱ ବିକଶିତ ହେବ । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମ ଉପରେ ଗୁରୁତ୍ୱ ଦେବେ । ଜଳପ୍ରତି ଆଦରପ୍ରେମୀ ଓ ବୁଦ୍ଧମାନ୍ ହେବେ । ଯାନବାହନ ସୁଖ ମିଳିବ । |
![]() |
କାହା ଉପରେ ନିର୍ଭରଶୀଳ ହେବେ ନାହିଁ । ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରବୃତ୍ତିର ହୋଇପାରନ୍ତି । ସ୍ମିତ ହାସ୍ୟଯୁକ୍ତ ହେବେ । ଥଣ୍ଡା-କଫରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ପ୍ରେମୀ, ସାହସୀ ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । |
![]() |
ପରିବେଶ ଆପଣଙ୍କ ପାଇଁ ଲାଭଜନକ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ଆପଣଙ୍କ ବ୍ୟକ୍ତିତ୍ୱ ଉପରେ ଅନ୍ୟମାନେ ହାର ମାନିବେ । ପରଦେଶୀବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ବିବାଦରେ ବିଜୟୀ ହେବେ । |
![]() |
ସୁଖ-ସମ୍ମାନ ଲାଭ କରିପାରନ୍ତି । ଆୟ ଆଶାନୁରୂପ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମୋକଦ୍ଦମାରେ ବିଜୟୀ ହେବେ ଓ ତତ୍ଜନିତ ଧନଲାଭ ହେବ । ଧନ-ସମ୍ପଦ ଭରପୂର ରହିବ । ବିଦ୍ୱାନ୍, ଜ୍ଞାନୀ ଓ ଶାସ୍ତ୍ରଜ୍ଞ ହେବେ । |
![]() |
ନିଜ କର୍ମରେ ଛନ୍ଦି ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତ ପ୍ରିୟ ଓ ନେତ୍ରରୋଗୀ ହୋଇପାରନ୍ତି । ଶାନ୍ତ ଓ ସରଳଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ । ସତ୍କର୍ମରେ ବ୍ୟୟବୃଦ୍ଧି ହେବ । |
![]() |
ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଆୟ ଆଶାନୁରୂପ ହେବ । ବିଭାଗୀୟ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । |
![]() |
ସୁଖ-ସମ୍ମାନ ଲାଭ କରିପାରନ୍ତି । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ସରକାରୀ କୃପା ଲାଭ କରିବେ । |