OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 30th March 2019

Odia Rashiphala

Odia Rashiphala

ମନରେ ଭକ୍ତିଭାବ ଉଦ୍ରେକ ହେବ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ସବୁ ବାଧା-ବିଘ୍ନ ଏଡ଼ାଇ ଉନ୍ନତି ପଥେ ଆଗକୁ ବଢ଼ିବେ । ଭାଗ୍ୟଶାଳୀ ହେବେ । ଦନଟି ଭୋଗ-ବଳାସରେ ବିତାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବଦ୍ୱାନ ଓ ସାହସୀ ହେବେ ।
ବପଦରୁ ଉଧୁରି ଯିବେ । ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି । ଈର୍ଷା ପରାୟଣ ହେବେ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକି ପଡବ ।
ବନ୍ଧୁମାନଙ୍କ ସାନ୍ନିଧ୍ୟ ଲାଭ କରି ଆନନ୍ଦ ଅନୁଭବ କରିବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିୟୋଜତ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବା ଆଶାକରାଯାଏ । ପତ୍ନୀଙ୍କ ପରାମର୍ଶରେ ଚଳିଲେ ଉପକୃତ ହେବେ ।
କାର୍ଯ୍ୟକ୍ଷେତ୍ରକୁ ଶୃଙ୍ଖଳିତ କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକି ପଡ଼ିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁ ନିପାତ କରି ମାନସିକ ଶାନ୍ତି ଫେରି ପାଇବେ।
ସଞ୍ଚୟାଭିମୁଖୀ ହୋଇପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଯନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବଭିନ୍ନ ଦିଗରୁ ଆସବ । ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ ।
ନିଜର ଅଧିକାର ସାବ୍ୟସ୍ତ କରିବେ । ଲାଗିଥିବା ବାଦ-ବିବାଦର ଅବସାନ ଘଟିବ । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ବ୍ୟକ୍ତି ବିଶେଷ ଭାବେ ପରିଗଣତ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । ବୁଦ୍ଧିମାନ୍ ହେବେ ।
ଯୋଜନା ଫଳବତୀ ହେବ । କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କ ଠାରୁ ଆଦର ମଳିବ ।
ମନଇଚ୍ଛା କିଛି ନକରି ଅନ୍ୟମାନଙ୍କ ସହିତ ବିଚାର-ଆଲୋଚନା ଦ୍ୱାରା ଉପକୃତ ହେବେ । ଭାଗ୍ୟାଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି ।
ଆୟ ବୃଦ୍ଧିର ସୂଚନା ମିଳୁଛି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ବନ୍ଧୁ ସହାୟତାରୁ ଉପକୃତ ହେବେ । ସରକାରଙ୍କ କୃପାପାତ୍ର ହେବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମୋକଦ୍ଦମାରେ ବିଜୟୀ ହେବେ । ତତ୍‌ଜନିତ ଧନଲାଭର ସୂଚନା ମିଳୁଛି ।
ଦିନସାରା କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମଧୁର ସମ୍ଭାଷଣରେ ଅନ୍ୟମାନଙ୍କ ଆଦରଣୀୟ ହେବେ । କ୍ରୋଧୀ, ସାହସୀ ଓ ଜ୍ଞାନୀ ହୋଇପାରନ୍ତି ।
ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ମାନ୍ୟତା ପାଇବା ସହିତ ରାଜକୋଷରୁ ଧନଲାଭର ସୂଚନା ମିଳୁଛି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments