OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 5th Sep 2020

Odia Rashiphala

Odia Rashiphala

ପଶ୍ଚାତ୍‌ପଦ ନ ହୋଇ ନିଜ ମତରେ ଦୃଢ଼ ରହିବେ । କର୍ମଚଞ୍ଚଳ ରହିବେ । ମଧୁର ଭାଷଣରେ ଲୋକପ୍ରିୟତା ଅର୍ଜନ କରିପାରନ୍ତି । ପ୍ରତ୍ୟେକ କାର୍ଯ୍ୟରେ ଓ କ୍ଷେତ୍ରରେ ମାନ୍ୟତା ମିଳିବ । ରାଜଯୋଗ ଅଛି ।
ସୁସ୍ଥ ଓ ନିରୋଗ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ଗୃହସୁଖ ଓ ଯାନବାହନ ସୁଖ ମିଳିବ ।
କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳ ଉଜ୍ଜ୍ୱଳକାରୀ ହେବେ । ମନପ୍ରସନ୍ନ ରହିବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ଯଶସ୍ୱୀ ହେବେ । ବ୍ୟବସାୟ ଲାଭଜନକ ହେବ । କୁଟୁମ୍ବ ସୁଖ ମିଳିବ ।
ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସାମାଜିକ ସ୍ତରରେ ସମ୍ମାନିତ ହେବେ ।
ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ମିତ୍ରମାନେ କରଛଡ଼ା ଦେଇପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ଯାନବାହନରେ ସତର୍କ ରହିବେ ।
ସରକାରୀ କାର୍ଯ୍ୟରେ ବ୍ୟସ୍ତ ରହିବେ । ବ୍ୟବସାୟ ଲାଭଜନକ ହେବ । ସମାଜସେବା ପ୍ରତି ଆଗ୍ରହୀ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ବନ୍ଧୁ ସହାୟତାରୁ ବାଣିଜ୍ୟ ବୃଦ୍ଧି ପାଇବ । ପତ୍ନୀଙ୍କ ସହାୟତା ଫଳପ୍ରଦ ହେବ ।
ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି । ଶ୍ରଦ୍ଧାଭାବ ଥିବାରୁ ଭାଇମାନଙ୍କ ସହଯୋଗ ମିଳିବ । ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ପ୍ରଶଂସାର ପାତ୍ର ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ଧାର୍ମିକ ଓ ତେଜସ୍ୱୀ ହେବେ ।
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ବ୍ୟକ୍ତିତ୍ୱର ପରାକାଷ୍ଠା ପ୍ରତିପାଦନ କରିପାରନ୍ତି । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷିକର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ସୁଖୀ ହେବେ ।
ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ମଧୁରଭାଷୀ ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ । ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ । ବିଦ୍ୱାନ୍ ହେବେ ।
ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ମିତ୍ର ସୁଖ ମିଳିବ । କର୍ମକ୍ଷେତ୍ରରେ ଅସାଧ୍ୟ ସାଧନ କରିପାରନ୍ତି । ବିଭିନ୍ନ ଦିଗରୁ ଧନାଗମ ହେବ ।
ଆଶୀର୍ବାଦଯୁକ୍ତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ରଣାଙ୍ଗନରେ ପାରଙ୍ଗମ ହେବେ । ମାଲି-ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ମିଷ୍ଟାନ୍ନ ଭୋଜନ ମିଳିବ । ଚିନ୍ତାଧାରା ଉନ୍ନତମାନର ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments