OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 7th Sep 2019

Odia Rashiphala

Odia Rashiphala

ଅଧିକ ଦାୟିତ୍ୱ ବହନ କରିବା ସହିତ ନିଜର ଅଧିକାର ସାବ୍ୟସ୍ତ କରିପାରନ୍ତି । ସାମୟିକ ବିଶ୍ରାମ ନେଇ ପାରନ୍ତି । ମନ ପ୍ରସନ୍ନ ରହିବ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିଯୁକ୍ତ ହେବେ । ବିଦ୍ୱାନ୍ ଓ ସମ୍ପତ୍ତିବାନ୍ ହେବେ ।
ଅହମିକା ଯୋଗୁଁ ଅପଦସ୍ତ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମବ୍ୟବସାୟ ଲାଭଜନକ ହେବ । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ । ଜଳଯାତ୍ରା ମନା ।
ବନ୍ଧୁ ସହଯୋଗ ପାଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ନିଜ ପତ୍ନୀଙ୍କ ପରାମର୍ଶରେ ଚଳିଲେ ସଫଳତା ମିଳିବ ।
କେତେକ କ୍ଷେତ୍ରରେ ଅପ୍ରିୟ ପରିସ୍ଥିତି ଉପୁଜି ପାରେ । ବିଚାର-ବିମର୍ଷ ଓ ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ରହିବେ । ବଳିଷ୍ଠ ହେବେ । ଶତ୍ରୁହନ୍ତା ହୋଇପାରନ୍ତି ।
କର୍ମକ୍ଷେତ୍ରରେ ଉପୁଜି ଥିବା ବିଶୃଙ୍ଖଳାକୁ ଶୃଙ୍ଖଳିତ କରିବେ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବହିବ ।
ଅଟକି ଥିବା କାର୍ଯ୍ୟ ଆଗକୁ ବଢ଼ିବ । କଳହଠାରୁ ଦୂରେଇ ରହିବେ । ଉଦାର ସ୍ୱଭାବର ହେବେ । ଦାନଶୀଳ ବ୍ୟକ୍ତିଭାବେ ପ୍ରଶଂସିତ ହେବେ । ଉତ୍ତମ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ । ସ୍ୱାସ୍ଥ୍ୟ ଭଲ ରହିବ । କୃଷି ଉପରେ ଧ୍ୟାନ ଦେବେ । ବୁଦ୍ଧିମାନ ହେବେ ।
ଚିନ୍ତାରୁ ମୁକ୍ତି ମିଳିବ । ଯଶସ୍ୱୀ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ଭାଷା ମଧୁର ଯୋଗୁଁ ଆଦରଣୀୟ ହେବେ । କଫରେ ପୀଡ଼ିତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କ ଠାରୁ ଆଦର, ସମ୍ମାନ ପାଇପାରନ୍ତି ।
ବନ୍ଦ ହୋଇପଡ଼ିଥିବା କାର୍ଯ୍ୟର ଅଗ୍ରଗତି ଘଟିପାରେ । ନିଜ ଚିନ୍ତାଧାରାରେ କିଛି ନ କରି ପରାମର୍ଶ ନେବେ । ଭାଗ୍ୟଶାଳୀ ହୋଇପାରନ୍ତି । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବ ।
ଆଳସ୍ୟ ତ୍ୟାଗ କରି ଚଳ-ଚଞ୍ଚଳ ହୋଇପାରନ୍ତି । ବଳଶାଳୀ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ରଣକ୍ଷେତ୍ରରେ ଯବାନ୍‌ମାନେ ପାରଙ୍ଗମ ହେବେ । ମାଲିମୋକଦ୍ଦମାରେ ଜିଣି ଅର୍ଥ ପ୍ରାପ୍ତ ହେବେ । ମିଷ୍ଟାନ୍ନ ଭୋଜନ ମିଳିବ । ଭଲଆୟ ହେବ । ସରକାରୀ ଲାଭ ମିଳିବ ।
ନୂତନ ଯାନବାହନ କ୍ରୟ କରିପାରନ୍ତି । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ସୌଜନ୍ୟତା ପ୍ରକାଶ ପାଇବ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ମଧୁରଭାଷୀ ହେବେ । ସାହସୀ ଓ ଜ୍ଞାନୀ ହୋଇପାରନ୍ତି । କ୍ରୋଧୀ ହେବେ ।
ଆୟ ବୃଦ୍ଧିର ସୂଚନା ମିଳୁଛି । ଯଶସ୍ୱୀ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ତନ୍ତ୍ର-ମନ୍ତ୍ର ଓ ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରଖିବେ । ରାଜଯୋଗ ଅଛି ।
ସୁ-ସମ୍ୱାଦ ମିଳିପାରେ । କର୍ମତତ୍ପର ହେବେ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ଶ୍ରଦ୍ଧା ରହିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments