OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 8th January 2022

Odia Rashiphala

Odia Rashiphala

ମଧୁର ଭାଷା ଓ ବ୍ୟବହାରରେ ପରକୁ ଆପଣାର କରିବାର କଳା ଆପଣଙ୍କର ଅଛି । ସାଂଗଠନିକ କାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି । ବିରୋଧୀମାନଙ୍କର ବିରୋଧ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ ।
ସୁସ୍ଥ ଓ ନିରାମୟ ରହିବେ । କର୍ମଚଞ୍ଚଳ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ପ୍ରତ୍ୟେକ କାର୍ଯ୍ୟର ପୂର୍ଣ୍ଣାଙ୍ଗ ରୂପରେଖ ଦେବାରେ ସକ୍ଷମ ହେବେ । ସରକାରୀ ସ୍ତରରୁ ସମ୍ମାନ ସହିତ ଧନ ମିଳିବ ।
ଦୁଃଖୀ-ରଙ୍କୀଙ୍କ ପ୍ରତି ଦୟାର୍ଦ୍ରଚିତ୍ତ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । କୁଳ ଉଜ୍ଜ୍ୱଳକାରୀ ହେବେ । ବ୍ୟବସାୟ ଲାଭଜନକ ହେବ । ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ ।
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗୀ ଓ ବିଳାସୀ ହେବେ । ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍‌ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଉଦ୍ୟୋଗୀ ହେବାର ସୂଚନା ମିଳୁଛି ।
ସ୍ୱାଭିମାନୀ ହୋଇପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ପ୍ରତିଶୋଧ ପରାୟଣ ହୋଇପାରନ୍ତି । ଶୁଭକାର୍ଯ୍ୟକୁ ସ୍ଥଗିତ ରଖିବାକୁ ପଡ଼ିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ତ୍ରୀ ଧନ ପ୍ରାପ୍ତ ହେବ ।
ବନ୍ଧୁମିଳନ ଘଟିପାରେ । ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶାନ୍ତ ଓ ଧୈର୍ଯ୍ୟଶୀଳ ହେବେ । ସୁଶୀଳା ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ । ରିଷ୍ଟ ଖଣ୍ଡନ ହେବ ।
ଭାଇମାନଙ୍କ ସହାୟତାରେ ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । ଉତ୍ତମ ବଚନ କହି ଲୋକଙ୍କ ପ୍ରିୟ ହେବେ ।
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ । ଆର୍ଥିକ ସ୍ରୋତ, ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ ଓ ତେଜସ୍ୱୀ ବ୍ୟକ୍ତିତ୍ୱଯୁକ୍ତ ହେବେ ।
ଦାନ ଓ ଦୟାଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଉଦାର ଚରିତ୍ରଯୁକ୍ତ ହେବେ । ଜ୍ୟୋତିର୍ମୟ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁଖୀ ହେବେ । ସୁସ୍ଥ ରହିବେ । କୃଷିରୁ ଲାଭ ମିଳିବ । ପ୍ରେମୀ ଓ ବୁଦ୍ଧିମାନ୍ ‌ ହେବେ ।
ଈଶ୍ୱର ଭକ୍ତିରେ ଶକ୍ତିସମ୍ପନ୍ନ ହୋଇପାରନ୍ତି । ମନରେ ପ୍ରସନ୍ନତା ଦେଖା ଦେବ । ବାକ୍ୟ ରୁଚିପୂର୍ଣ୍ଣ ହୋଇପାରେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଉପୁଜିପାରେ । ପ୍ରେମୀ ଓ ସାହସୀ ହେବେ ।
ଭାଗ୍ୟର ନିୟନ୍ତ୍ରଣକାରୀ ହେବେ । ଶାଶ୍ୱତ ସତ୍ୟର ସନ୍ଧାନ ପାଇପାରନ୍ତି । ପ୍ରତିଷ୍ଠିତ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିବେ ।
ଆୟ ଆଶାନୁରୂପ ହେବ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ । ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments