OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 10th March 2019

Odia Rashiphala

Odia Rashiphala

ନିଜ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନ ମିଳିବ । ରୋଜଗାର ଆଶାନୁରୂପ ହେବ । ଯଶସ୍ୱୀ ହେବେ । ସୁସ୍ଥ ଓ ନିରାମୟ ରହିବେ । ମୋକଦ୍ଦମାରେ ବିଜୟୀ ହେବେ । ଅର୍ଥ ମିଳିବ ।
ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । ଥଣ୍ଡା-କଫ ଜନିତ ପୀଡ଼ା ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଚକ୍ଷୁ ଯନ୍ତ୍ରଣା ଭୋଗିବାର ସୂଚନା ମିଳୁଛି । ଖର୍ଚ୍ଚାନ୍ତ ହେବେ । ଧାର୍ମିକ ପ୍ରବୃତ୍ତିର ହେବେ ।
ଭବିଷ୍ୟତ ଉନ୍ନତି ପାଇଁ ଯୋଜନା ପ୍ରସ୍ତୁତ କରିବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ବ୍ୟବସାୟ ଲାଭଜନକ ହେବ । ପତ୍ନୀଙ୍କ ସାହାଯ୍ୟ ମିଳିବ ।
ଅଭିଜ୍ଞତା ଅର୍ଜନ କରିପାରନ୍ତି । ଅଧିକ ପରିଶ୍ରମ କଲେ ବି ତା’ର ମୂଲ୍ୟ ମିଳିବ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
କାର୍ଯ୍ୟ ବିଳମ୍ବ ବି ହୋଇପାରେ । ସେବା ଧର୍ମକୁ ଗୁରୁତ୍ବ ଦେବେ । ଭାଗ୍ୟଶାଳୀ ହେବେ । ହସଖୁସିରେ ଦିନଟି ଅତିବାହିତ ହେବ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଅର୍ଥ ମିଳିବ ।
ପରିବେଶର ଉନ୍ନତି ଘଟିବ । ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଯଥାରେ ଖର୍ଚ୍ଚାନ୍ତ ହେବେ । ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ପ୍ରତିପାଦପାତରେ ସତର୍କ ରହିବେ ।
ସ୍ମରଣ ଶକ୍ତି ହାନି ଘଟିବାର ସମ୍ଭାବନା ଅଛି । ବନ୍ଧୁ ସୁଖ ମିଳିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ଆଗ୍ରହୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଅର୍ଥ ମିଳିବ । ପତ୍ନୀଙ୍କ ପରାମର୍ଶ ବିଶେଷ ଉପାଦେୟ ହେବ ।
ଭାଇମାନଙ୍କ ମନ ଛୁଇଁବାକୁ ଚେଷ୍ଟା କରିବେ ଓ ସେମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଶାସ୍ତ୍ରଜ୍ଞ ହୋଇପାରନ୍ତି । ସୁବର୍ଣ୍ଣାଦିଯୁକ୍ତ ଓ ରାଜବଂଶ ପୂଜିତ ହେବେ ।
ବ୍ୟକ୍ତିଗତ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ ।
ମିଳିଥିବା ସୁଯୋଗ ହରାଇ ପାରନ୍ତି । କଳହଠାରୁ ଦୂରେଇ ରହିବା ଆପଣଙ୍କ ପକ୍ଷେ ଭଲ । ଉଦାର ସ୍ୱଭାବର ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ସୁସ୍ଥ ଓ ନିରାମୟ ରହିପାରନ୍ତି । କୃଷି କର୍ମକାରୀ ହେବେ ।
ସୃଜନଶୀଳ ପ୍ରତିଭାର ବିକାଶ ଘଟିବ । ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ମନପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ପ୍ରେମୀ, ସାହସୀ ହେବେ । ସାନଭାଇଙ୍କ ଠାରୁ ଆଦର ମିଳିବ ।
ବିଭିନ୍ନ ଦିଗରୁ ଧନଲାଭ ଦ୍ୱାରା ଆୟରେ ବୃଦ୍ଧି ଘଟିବ। ସୌଭାଗ୍ୟଶାଳୀ ହେବେ । ବ୍ୟକ୍ତି ବିଶେଷ ଭାବେ ନିଜର ପରିଚୟ ସୃଷ୍ଟି କରିବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments