OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 11th August 2019

Odia Rashiphala

Odia Rashiphala

ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ ହେବ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ । ପ୍ରବଳ ଉଦ୍ୟୋଗୀ ହେବେ ।
କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଉଚ୍ଚଆଶା ଫଳବତୀ ହେବ । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭମାନୀ ହେବେ । ଶାରୀରକ ଦୁର୍ବଳତା ଅନୁଭବ କରିପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସତର୍କତାର ଦିନ ।
ଆଶା ପୂରଣ ହେବ । ବନ୍ଧୁ ମିଳନ ଦ୍ୱାରା ବିଶେଷ ଉପକୃତ ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚାଲିଲେ ବିଶେଷ ଉପକୃତ ହେବେ । ଦାମ୍ପତ୍ୟ ସୁଖ ମିଳିବ ।
ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଶତ୍ରୁ ଉପରେ ଦୃଷ୍ଟି ରଖିବାକୁ ପଡ଼ିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ ।
ବିଚାର ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହ ପ୍ରକାଶ କରପାରନ୍ତି । ବ୍ୟବସାୟରେ ପ୍ରଚୁର ଧନ ଲାଭ ହେବ । ପତ୍ନୀଙ୍କ ସହାୟତା ମିଳିବ ।
କଳହଠାରୁ ଦୂରେଇ ରହି ଉଦାର ସ୍ୱଭାବ ପ୍ରଦର୍ଶନ କରିପାରନ୍ତି । ଦାନ-ଧର୍ମକୁ ଶ୍ରେଷ୍ଠ ମଣିବେ । ଶୋଭନ ବ୍ୟକ୍ତିତ୍ୱ ପାଇଁ ଲୋକାଦୃତ ହେବେ । ସ୍ୱାସ୍ଥ୍ୟ ଭଲ ରହିବ । କୃଷିକର୍ମକାରୀ ହୋଇପାରନ୍ତି । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି ।
ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ । ଘାତଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ ।
ନୂତନ ପରିବେଶରେ କାର୍ଯ୍ୟ କରିପାରନ୍ତି । ଆଶାବାଦୀ ହେବେ । ପରମ ସୌଭାଗ୍ୟଶାଳୀ ହୋଇପାରନ୍ତି । ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ ମଧୁରଭାଷୀ, ଉଦାର ଓ ବଦ୍ୟାପ୍ରେମୀ ହୋଇପାରନ୍ତି । ମିତ୍ର ସୁଖ ଲାଭ କରିବେ । ବ୍ୟବସାୟ ଲାଭଜନକ ହେବ ।
ପ୍ରିୟ ବ୍ୟକ୍ତିଙ୍କ ପାଇଁ ଚିନ୍ତିତ ହୋଇପାରନ୍ତି । ଆୟ ଅଶାନୁରୂପ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ରଣାଙ୍ଗନରେ ପାରଙ୍ଗମ ହେବେ । ମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ । ନୂଆ ବନ୍ଧୁ ଜୁଟିବେ ।
ଦେବ ଦର୍ଶନର ସୁଯୋଗ ସୃଷ୍ଟି ହୋଇଛି । ସାମୟିକ ଭାବେ ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ଖର୍ଚ୍ଚାନ୍ତ ହେବାକୁ ପଡ଼ିବ । ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି ।
ଦେହ ଓ ମନ ଖୁବ୍ ଭଲ ରହିବ । ଆୟ ବୃଦ୍ଧି ପାଇଁ କଷ୍ଟ ସହିବାକୁ ପଡ଼ିବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଜ୍ୟୋତିଷ ଶାସ୍ତ୍ର ଉପରେ ରୁଚି ରହିବ । ଯାନବାହନ ସୁଖ ମିଳିବ ।
ଉତ୍ସବାଦିରେ ଯୋଗଦାନ କରିପାରନ୍ତି । କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ବ୍ୟବସାୟ ଲାଭଜନକ ହେବ । ଦୟାଳୁ ସ୍ୱଭାବର ହେବେ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments