OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 13th Oct 2019

Odia Rashiphala

Odia Rashiphala

ଶ୍ରଦ୍ଧାର ପାତ୍ର ହେବେ । ଭୋଗ-ବିଳାସ କରିପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ । ଚଞ୍ଚଳ ସ୍ୱଭାବର ହେବେ । ସରଳ କଥା କହି ଅନ୍ୟର ମନ ନେଇପାରନ୍ତି । ରାଜଯୋଗ ଅଛି । କାୟମନ ବାକ୍ୟରେ ଧର୍ମ ଆଚରଣ କରିବେ ।
ବ୍ୟବସାୟ ଲାଭଜନକ ହେବ । ଆୟ ପରିମାଣ ବୃଦ୍ଧି ପାଇବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ ।
ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ରାଜକୃପା ଲାଭ କରିବେ । ଯଶ ଅର୍ଜନ କରିବେ ।
ବ୍ୟବସାୟ ଲାଭଜନକ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସ କରିବେ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍ ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହୋଇପାରନ୍ତି । ଧନକ୍ଷୟ ହେବାର ସମ୍ଭାବନା ଅଛି । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସତର୍କତାର ଦିନ ।
ନୂତନ ଶିକ୍ଷା ମିଳିପାରେ । କର୍ମକ୍ଷେତ୍ର ଉତ୍ସାହଜନକ ହେବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ । ବନ୍ଧୁ ସହାୟତା ପାଇ ଖୁସି ହୋଇପାରନ୍ତି ।
ବନ୍ଧୁମେଳରେ ପ୍ରିୟତା ଅର୍ଜନ କରିବେ । ମନରେ ଗର୍ବଭାବ ବହନ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ କର୍ତ୍ତୃପକ୍ଷଙ୍କ ବିଶ୍ୱାସୀ ହେବେ ।
ଗଣ୍ଡଗୋଳିଆ ପରିସ୍ଥିତିରୁ ଲାଭ ଉଠାଇପାରନ୍ତି । ବହୁ ସମୟ ମୌନଭାବ ପ୍ରଦର୍ଶନ କରିପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଧନଲାଭ ହୋଇପାରେ ।
ଅଭାବ, ଅନଟନ ଦୂର ହେବ । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ବ୍ୟକ୍ତିତ୍ୱ ବିକଶିତ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । କୃଷିକର୍ମକାରୀ ହେବେ ।
ଦେବଦେବ ମହାଦେବଙ୍କ ପୂଜାର୍ଚ୍ଚନା କରି ଶାନ୍ତି ପାଇବେ । ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇ ପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫରେ ଆକ୍ରାନ୍ତ ହେବେ । ପ୍ରେମୀ ଓ ସାହସୀ ହେବେ ।
ସକାଳୁ ଉଠିବା ବେଳେ ଆଳସ୍ୟ ଅନୁଭବ କରିପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ବ୍ୟକ୍ତିତ୍ୱର ନିଦର୍ଶନ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ପାଇବେ ।
ଯାନ-ବାହନ ସୁଖ ମିଳିବ । ଉତ୍ସାହିତ ହୋଇ କାର୍ଯ୍ୟ ସମ୍ପାଦନ କରିବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ପ୍ରୀତିଭୋଜନ ମିଳିପାରେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ । ଯୁଦ୍ଧପ୍ରେମୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments