OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 14th March 2021

Odia Rashiphala

Odia Rashiphala

ଦାନଧର୍ମରେ ଦୀକ୍ଷିତ ହୋଇ ବହୁ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ପୁଣ୍ୟବାନ୍ ହେବେ । ଶୁଦ୍ଧ ସ୍ୱଭାବ ସମ୍ପନ୍ନ ହୋଇପାରନ୍ତି । ଜନବଲ୍ଲଭ ହେବେ । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍‌କର୍ମରେ ନିୟୋଜିତ ହେବେ । ଅର୍ଥ ମିଳିବ ।
ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । କର୍ମକ୍ଷେତ୍ରରୁ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଶୁଭକାର୍ଯ୍ୟ କରିପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି ।
ପ୍ରାୟ ପ୍ରତ୍ୟେକ କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । କ୍ଷମତାର ଅଭିବୃଦ୍ଧି ଘଟିବ ଓ ତା’ର ସଦ୍‌ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହେବେ । ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ । ପୁଣ୍ୟ ପ୍ରାପ୍ତ ହେବେ ।
ବିଜୟୀ ସ୍ୱଭାବ ସମ୍ପନ୍ନ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ତଥାପି ପ୍ରବଳ ପ୍ରତାପୀ ହେବେ । ସତ୍‌ପଥଗାମୀ ହୋଇପାରନ୍ତି । ଜଣେ ମହାମାନବ ଭାବେ ସାମାଜିକ କ୍ଷେତ୍ରରେ ସମ୍ମାନର ଅଧିକାରୀ ହେବେ ।
ଅନଟନର ସମ୍ମୁଖୀନ ହୋଇପାରନ୍ତି । ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଶୁଭକାର୍ଯ୍ୟରୁ ବିରତ ହେବାକୁ ପଡ଼ିବ । ସ୍ୱାଭିମାନୀ ହେବେ । ବନ୍ଧୁମହଲରେ ଅପ୍ରିୟ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବାକୁ ପଡ଼ିବ ।
ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ରୁଚିକର ଖାଦ୍ୟରେ ଆପ୍ୟାୟିତ ହେବେ । ଆନନ୍ଦ ଉପଭୋଗ କରିବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ ।
ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିପାରନ୍ତି । ବିଭିନ୍ନ ସ୍ତରରୁ ସହଯୋଗ ମିଳିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ କରଣୀୟ । ଋଣ ପରିଶୋଧ କରିପାରନ୍ତି ।
ଅଧ୍ୟାପନାର ପ୍ରସ୍ତୁତି ସ୍ୱରୂପ ଅଧ୍ୟୟନରତ ହୋଇପାରନ୍ତି । ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭଖବର ପାଇ ଖୁସି ହେବେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ଶ୍ରେଷ୍ଠ ଆସନର ଅଧିକାରୀ ହୋଇପାରନ୍ତି । ସୁପରାମର୍ଶଦାତା ହେବେ ।
ପରିଶ୍ରମ ଯେତେ କଠିନ ହେଉ ନା କାହିଁକ; ତା’ର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ନାନା ବିଭବରେ ମଣ୍ଡିତ ହୋଇପାରନ୍ତି । ସାହସୀ ହେବେ । କୁଶଳୀ ହୋଇପାରନ୍ତି । ବାଞ୍ଛିତ କାର୍ଯ୍ୟ କରିବେ ।
ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଦେବ ଦର୍ଶନର ସୌଭାଗ୍ୟ ଅଛି । ଅଶାନ୍ତି ଦୂରୀଭୂତ ହେବ । ସରକାରୀ ସ୍ତରରୁ ଲାଭ ଉଠାଇବାକୁ ପାରଙ୍ଗମ ହେବେ । ଭାଷା ଓ ବ୍ୟବହାର ଆପଣଙ୍କୁ ମହାନ୍ କରିପାରେ ।
ଶ୍ରେଷ୍ଠ ଓ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଦକ୍ଷତା ପ୍ରତିପାଦନ କରିପାରନ୍ତି । ଉଚ୍ଚସମ୍ମାନର ଅଧିକାରୀ ହେବା ଆଶା କରାଯାଏ । ଶାସ୍ତ୍ରଜ୍ଞ ହୋଇପାରନ୍ତି । ଧନ ସମ୍ପଦ ଭରପୂର ରହିବ । ସତ୍ୟ, ଶୌଚ, ଦୟା ଓ ଦାନର ଅଧିକାରୀ ହେବେ ।
ଆୟ ଆଶାନୁରୂପ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ନୂଆ ବନ୍ଧୁ ଜୁଟିପାରନ୍ତି । ଚିନ୍ତାଧାରା ଉନ୍ନତମାନର ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments