OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 19th May 2019

Odia Rashiphala

Odia Rashiphala

 ବିଭିନ୍ନ ଦିଗରୁ ଅସୁବିଧା ଉପୁଜି ପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହେବେ । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ ।
ହଜି ଯାଇଥିବା ଦ୍ରବ୍ୟ ମିଳିବାର ସୂଚନା ମିଳୋଛି । ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳିବ । ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଅଧୀନ ହେବେ ।
ବନ୍ଧୁ ମେଳରେ ଦିନ ବିତାଇ ପାରନ୍ତି । ମନରେ ଗର୍ବଭାବ ଉଦ୍ରେକ ହେବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁ ପୀଡ଼ା ଅନୁଭବ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
ଶତ୍ରୁତାରୁ ଉଧୁରି ଯିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଆପଣଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ ।
ଜଞ୍ଜାଳମକ୍ତ ହୋଇପାରନ୍ତି । ସଫଳତା ପାଇବାକୁ ହେଲେ ପ୍ରତୀକ୍ଷାରେ ରହିବାକୁ ପଡ଼ିବ । ଉଦାର ସ୍ୱଭାବର ହୋଇପାରନ୍ତି । ମୁକ୍ତ ହସ୍ତରେ ଦାନ ଦେଇ ପ୍ରଶଂସାର ପାତ୍ର ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମକାରୀ ଓ ବୁଦ୍ଧିମାନ ହେବେ ।
ଅଭାବ ମେଣ୍ଟାଇ ପାରନ୍ତି । ପରିଶ୍ରମର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ଧାର୍ମିକ ଓ ବନ୍ଧୁ ପ୍ରେମୀ ହେବେ । ବିଦ୍ୱାନ ବ୍ୟକ୍ତିଭାବେ ପରିଚୟ ସୃଷ୍ଟି କରିବେ ।
 ଚିନ୍ତାଗ୍ରସ୍ତ ହୋଇପାରନ୍ତି । ପରମ ସୌଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିବେ । ବ୍ୟବସାୟ ଲାଭଜନକ ହେବ ।
ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ଘଟିବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାର ଅଶାନୁରୂପ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମୋକଦ୍ଦମାରେ ଜିଣି ଧନଲାଭ କରିବେ । ଚିନ୍ତାଧାରା ଉନ୍ନତମାନର ହେବ ।
ଆୟ ପରିମାଣ ବୃଦ୍ଧି ପାଇବ । ଅଧିକ ବ୍ୟୟ ହୋଇପାରେ । ଥଣ୍ଡା-କଫରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ସୁଭାଷୀ ଓ ସୁବକ୍ତା ଭାବେ ନିଜର ପରିଚୟ ସୃଷ୍ଟି କରିବେ । ସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି ।
ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରୁ ଅର୍ଥ ସମ୍ମାନ ଲାଭ କରିବେ ।
ମନ ପ୍ରଫୁଲ୍ଲ ରହିବ । ଲୋକ ସଂପର୍କ ବୃଦ୍ଧି ପାଇବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରି ଖୁସି ହେବେ ।
ମାଲି-ମୋକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments