OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 1st Nov 2020

Odia Rashiphala

Odia Rashiphala

ବାରମ୍ବାର ସାକ୍ଷାତ କରି ଶତ୍ରୁକୁ ବଶ କରିପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ସୁସ୍ଥ ରହିବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ରୁଚିକର ଭୋଜନ ମିଳିବ ।
ଅଧିକ ବ୍ୟୟର ସମ୍ମୁଖୀନ ହେବେ । କର୍ମଚଞ୍ଚଳ ରହିବେ । ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ । ମଧୁର ସମ୍ବୋଧନ କରି ଶତ୍ରୁକୁ ବଶ କରି ପାରନ୍ତି । ଜ୍ଞାନର ଭଣ୍ଡାର ହୋଇପାରନ୍ତି । ଦୁଃସାହସିକ କାର୍ଯ୍ୟ କରିବେ ।
ପରକୁ ଆପଣାର କରିବାରେ ସକ୍ଷମ ହେବେ । ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଆୟ ଆଶାନୁରୂପ ହେବ ।
ଶ୍ରମ ସାର୍ଥକ ହେବ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ଅତୁଟ ରହିବ ।
ସେବକ ମନୋଭାବର ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ସମୟ ବିତାଇ ପାରନ୍ତି । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ସୁଖ ମିଳିବ ।
ପରିଶ୍ରମର ମୂଲ୍ୟ ମିଳିବ । ସ୍ୱାଭିମାନୀ ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଶତ୍ରୁ ନାଶ କରି ଧନ ଭୋଗ କରିବେ । ଭାସ୍କର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ସତର୍କତାର ଦିନ ।
ପ୍ରୀତି ଲାଭ କରିବେ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ବନ୍ଧୁ ସହାୟତା ପାଇ ଅସାଧ୍ୟ ସାଧନ କରିବାରେ ସକ୍ଷମ ହେବେ । ସମାଜସେବା ପ୍ରତି ମନ ବଳାଇବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ଇଙ୍ଗୀତରେ ଚଳିବେ ।
ଶତ୍ରୁର ଉପସ୍ଥିତି ଯୋଗୁଁ କର୍ମଚଞ୍ଚଳ ରହିବେ । ରଣକୌଶଳ ପ୍ରସ୍ତୁତ କରି ଶତ୍ରୁଙ୍କୁ ପରାଜିତ କରିବେ । ମାନସିକ ଶାନ୍ତି ଫେରି ପାଇବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହେବେ ।
ପ୍ରତ୍ୟେକ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାରେ ସଫଳ ହେବେ । ଆକସ୍ମିକ ଭାବେ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ପତ୍ନୀ ସୁଶୀଳା ଓ ଆଜ୍ଞାକାରିଣୀ ହେବେ ।
ସମ୍ମାନିତ ହେବେ । ମନ ଫୁର୍ତ୍ତି ରହିବ । ଉଦାର ପ୍ରକୃତିର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସ୍ୱାସ୍ଥ୍ୟ ଭଲ ରହିବ । କୃଷିକ୍ଷେତ୍ର ପ୍ରତି ଧ୍ୟାନ ଦେବେ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି ।
ଉଚ୍ଚ ସମ୍ମାନର ଅଧିକାରୀ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମିଷ୍ଟଭାଷୀ ହେବେ । ପ୍ରେମୀ ଓ ସାହସୀ ହେବେ । ଗୁଣବାନ୍ ଓ ଚତୁର ହେବେ । ଜ୍ଞାନ, ଗରିମାଯୁକ୍ତ ହେବେ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହୋଇପାରନ୍ତି ।
ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ ଓ ସହନଶୀଳ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବିଭିନ୍ନ ଦିଗରୁ ଧନଲାଭ ହେବ । ବ୍ୟବସାୟରୁ ଅଧିକ ଧନଲାଭ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments