OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 21th March 2021

Odia Rashiphala

Odia Rashiphala

ଆର୍ଥିକ ସ୍ଥିତରେ ସ୍ୱଚ୍ଛଳତା ଦେଖାଦେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ଭଗବତପ୍ରେମୀ ହେବେ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଦେବ ପୂଜାର ସୁଯୋଗ ସୃଷ୍ଟି ହୋଇଛି । ସରକାରୀ ସ୍ତରରୁ ଲାଭ ଉଠାଇପାରନ୍ତି ।
କର୍ମକ୍ଷେତ୍ରରେ ଶୀର୍ଷ ସ୍ଥାନ ଅଧିକାର କରିପାରନ୍ତି । ସନ୍‌ମାର୍ଗୀ ହେବେ । ପାରିବାର ପଣିଆ ଜାହିର କରିପାରନ୍ତି । ବହୁ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ । ବୁଦ୍ଧି, ବିଦ୍ୟାରେ ପାରଙ୍ଗମ ହେବେ । ଶ୍ରେଷ୍ଠ କର୍ମରେ ନିୟୋଜିତ ହୋଇପାରନ୍ତି । ସରକାରୀ ମାନ୍ୟତା ମିଳିବ ।
ରୋଜଗାର ଆଶାନୁରୂପ ହେବ । ବନ୍ଧୁ ବା ସରକାରୀ ସୂତ୍ରରୁ ଲାଭବାନ୍ ହେବେ । ମିଷ୍ଠାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ନୂଆ ବନ୍ଧୁ ଜୁଟିବେ । ଚିନ୍ତାଧାରା ମହତ ହେବ ।
ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଭଲ ହେବ । ଦୁଃଶ୍ଚିନ୍ତା ମଧ୍ୟଦେଇ ଗତି କରିବେ । ଆର୍ଥିକ ସ୍ଥିତି ଦୋହଲି ଯାଇପାରେ । ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିବାରେ ସକ୍ଷମ ହେବେ ।
ଶୁଭ ଖବର ଶୁଣି ଉତ୍‌ଫୁଲ୍ଲିତ ହୋଇପାରନ୍ତି । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭାଶୁଭ ମିଶ୍ରିତ ଫଳ ମିଳିପାରେ । ବିଭିନ୍ନ ସଂସ୍ଥାରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି ।
ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରି ବଂଶର ଟେକ ରଖିବେ ।
ଦାୟିତ୍ୱ ବହନ କରୁଥିବା କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହୋଇପାରନ୍ତି । ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଭକ୍ତିଗାଥା ପ୍ରବଚନରେ ଯୋଗ ଦେବେ ।
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଆର୍ଥିକ ସ୍ଥିତି ଦୋହଲି ଯାଇପାରେ । ଅଧିକ ମିତ୍ରତା ସ୍ଥାପନ କରିପାରନ୍ତି । ଯାଚି କରି କେହି ଅର୍ଥ ଦାନ କରି ଆପଣଙ୍କୁ ସନ୍ତୁଷ୍ଟ କରିବେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ ।
ସୁଖକର ଘଟଣାମାନ ଘଟିପାରେ କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ପ୍ରୀତିଭୋଜନରେ ଆପ୍ୟାୟିତ ହେବେ । ଆନନ୍ଦ ଉପଭୋଗ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ପ୍ରତିଶୋଧ ପରାୟଣ ହୋଇପାରନ୍ତି । ଶତ୍ରୁଙ୍କୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁ ସମ୍ୱାଦ ମିଳିପାରେ । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ଅଛି । ଋଣ ପରିଶୋଧ କରିବେ ।
ଅଧ୍ୟୟନରତ ହେବେ । ବିଭିନ୍ନ ସ୍ତରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ଶୁଭ ଖବର ଶୁଣି ଖୁସି ହୋଇପାରନ୍ତି । ଧାର୍ଯ୍ୟ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାକୁ ଉଦ୍ୟମ ଜାରି ରଖିବେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ଅଧିକ ଦାୟତ୍ୱ ବହନ କରିପାରନ୍ତି ।
ପରିଶ୍ରମର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ପ୍ରଥମେ ଭୁଲବୁଝାମଣାର ବଶବର୍ତ୍ତୀ ହୋଇପାରନ୍ତି । ପ୍ରଭୂତ ବିତ୍ତର ଅଧିକାରୀ ହୋଇପାରନ୍ତି । ସାମର୍ଥ୍ୟର ପରିପ୍ରକାଶ ଘଟିବ । ଯାନବାହନ ସୁଖ ମିଳିପାରେ । ନିର୍ଭୀକ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments