OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 24th March 2019

Odia Rashiphala

Odia Rashiphala

ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ଦେଖାଦେବ । ସାଙ୍ଗ ସାଥୀଙ୍କ ସହିତସମୟ ବିତାଇ ପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ ହେବେ । ପତ୍ନୀଙ୍କ କଥାରେ ପରିଚାଳିତ ହେବେ ।
ବ୍ୟବସାୟ କାରବାରରେ ବୃଦ୍ଧି ଘଟିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ବଦଖର୍ଚ୍ଚୀ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଚାକିରିରେ ସୁନାମ ମିଳିବ ।
ସତ୍ୟନିଷ୍ଠ ଭାବେ କାର୍ଯ୍ୟ କରିବେ । ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆସନ୍ନ ପ୍ରସବୀ ଥିଲେ କନ୍ୟା ସନ୍ତାନ ଜାତ ହୋଇପାରେ । ଆକସ୍ମିକ ଭାବେ ଧନଲାଭ ହେବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯିବେ । କଳହଠାରୁ ଦୂରେଇ ରହିବେ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ବ୍ୟକ୍ତି ବିଶେଷ ଭାବେ ନିଜର ପରିଚୟ ସୃଷ୍ଟି କରିବେ । କୃଷି କର୍ମ ଉପରେ ଗୁରୁତ୍ଚ ଦେବେ । ବୁଦ୍ଧିମାନ୍ ହେବେ ।
ନିଜ ପ୍ରତି ଅବଜ୍ଞା ଅନୁଭବ କରିପାରନ୍ତି । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱର ପରିଚୟ ଦେବେ । ମଧୁର ଭାଷୀ ହେବେ । ପ୍ରେମୀ ଓ ସାହସୀ ହୋଇପାରନ୍ତି ।
ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ । ମନଇଚ୍ଛା କିଛି ନ କରି ପରାମର୍ଶ ନେଇ କାର୍ଯ୍ୟ କଲେ ଶୁଭଫଳ ମିଳିବ । ଭାଗ୍ୟବାନ ହେବେ । ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ମିଳିପାରେ ।
ଆୟ ବୃଦ୍ଧିର ସୂଚନା ମିଳୁଛି । ଶ୍ରୀଚନ୍ଦ୍ର ଭୋଗ ହେତୁ ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ବଳଶାଳୀ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବା ସହ ଧନଲାଭ ହେବ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ ।
ଭଲ ଆୟର ସମୟ ଉପସ୍ଥିତ । ବ୍ୟୟ ବୃଦ୍ଧିର ମଧ୍ୟ ସୂଚନା ମିଳୁଛି । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭବର ହେବେ । ଭାଷା ଓ ବ୍ୟବହାରରେ ଆଦରଣୀୟ ହେବେ । ସାହସୀ ଓ ଜ୍ଞାନୀ ହେବେ । ଗୁପ୍ତ ବିଦ୍ୟାରେ ରୁଚି ରହିବ ।
ଭ୍ରମଣ ଯୋଗ ଅଛି । ଅର୍ଥାଗମର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷରୁ ଅର୍ଥ ପାଇବେ ।
ଦୂରଯାତ୍ରା ଫଳପ୍ରଦ ହେବ । କୁଳଦୀପକ ହୋଇପାରନ୍ତି । ମନରେ ପ୍ରସନ୍ନତା ଦେଖା ଦେବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ସଦିଚ୍ଛା ରହିବ ।
ସେବାକୁ ଧର୍ମ ଭାବେ ଗ୍ରହଣ କରିବେ । ଭାଗ୍ୟଶାଳୀ ହେବେ । ବିଳାସ ବ୍ୟସନ ମଧ୍ୟରେ ଦିନଟି ଅତିବାହିତ କରିବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ହେବେ । ଶିଳ୍ପୋଦ୍ୟୋଗୀ ହୋଇପାରନ୍ତି ।
ଅଜାଣତରେ କ୍ଷତି ସହିପାରନ୍ତି । ସାମାନ୍ୟ ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟରେ ଲାଭବାନ୍ ହେବେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା କରିବା ଅନୁଚିତ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments