OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 24th November 2019

Odia Rashiphala

Odia Rashiphala

ପଡ଼ୋଶୀଙ୍କ ସହଯୋଗ ପାଇବେ । ବନ୍ଧୁ ସୁଖ ମିଳିପାରେ । ବ୍ୟବସାୟ ଲାଭଜନକ ହେବ । ସମାଜସେବା ପ୍ରତି ମନ ବଳାଇ ପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିଲେ ସଫଳତା ଲାଭ କରିବେ ।
ବିଚାର ବିମର୍ଶ କରି କାର୍ଯ୍ୟ କଲେ ସଫଳତା ମିଳିବ । ଦୃଢ଼ ମନୋବଳ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଦୃଢ଼ ମନୋବଳ ନେଇ କାର୍ଯ୍ୟରେ ଆଗେଇବେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶକ୍ତିମାନ୍ ହେବେ । ଶତ୍ରୁହନ୍ତା ହେବେ ।
ଲୋକପ୍ରିୟତା ବଢ଼ାଇବେ । ପରଚର୍ଚ୍ଚା କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ପତ୍ନୀ ସୁଶୀଳ ଓ ଆଜ୍ଞାକାରିଣୀ ହେବେ ।
ଉପୁଜି ଥିବା ଅଶାନ୍ତିର ଅବସାନ ଘଟିବ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନଧର୍ମକୁ ଆଦରି ନେବେ । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । କୃଷିକ୍ଷେତ ଉପରେ ଧ୍ୟାନ ଦେବେ ।
ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି । ମନୋବଳ ଦୃଢ଼ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁର ଭାଷୀ ହେବେ । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର-ସମ୍ମାନ ମିଳିବ । ବନ୍ଧୁପ୍ରେମୀ ହୋଇପାରନ୍ତି ।
ଭାଗ୍ୟଶାଳୀ ହେବେ । ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି ।
ବ୍ୟବସାୟ ଲାଭଜନକ ହେବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟ ଯୁକ୍ତ ହୋଇପାରନ୍ତି । ସୈନିକମାନେ ରଣକ୍ଷେତ୍ରରେ ପାରଙ୍ଗମ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଅର୍ଥ ମିଳିବ ।
ମାନସିକ ସ୍ଥିତି ଭଲ, ମନ୍ଦ, ମିଶ୍ରିତ ଅବସ୍ଥାରେ ରହିବ । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତ ପ୍ରିୟ ହେବେ । ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ମଧୁର ଭାଷା ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ସାହସୀ ଓ ଜ୍ଞାନର ଅଗ୍ରଗଣ୍ୟ ହେବେ ।
ସୁଖ, ସନ୍ତୋଷ ଲାଭ କରିବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ଗୃହସଖ ଓ ଯାନବାହନ ସୁଖ ମିଳିବ ।
ଶ୍ରମ ସାର୍ଥକ ହେବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ସଦିଚ୍ଛା ରହିବ ।
ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ଭାବ ଆଦାନ ପ୍ରଦାନ ହୋଇପାରେ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି ।
ନିଜକୁ ଏକାକୀ ମନେ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ସର୍ଦି-କଫରେ ପୀଡ଼ିତ ହୋଇପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସତର୍କତା ସହ ଦିନଟି କାଟିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments