OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 26th May 2019

Odia Rashiphala

Odia Rashiphala

 ଆର୍ଥିକ ସ୍ଥିତର ଢ଼େର ଉନ୍ନତି ଘଟିବ । କାର୍ଯ୍ୟର ସଫଳ ରୂପାୟନ କରି ଆତ୍ମସନ୍ତୋଷ ଲାଭ କରିବେ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ଅର୍ଥ ଓ ସମ୍ମାନ ମିଳିବ ।
ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି । କର୍ମ ଚଞ୍ଚଳ ରହିବେ । କୁଳ ଉଜ୍ଜ୍ୱଳକାରୀ ହେବେ । ମନପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଦୟାଳୁ, ଯଶସ୍ୱୀ ହେବେ । ବ୍ୟବସାୟ ଲାଭଜନକ ହେବ ।
 ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ କଏଇପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ନଷ୍ଟ ଦ୍ରବ୍ୟର ସନ୍ଧାନ ପାଇବେ । ଈର୍ଷାଳୁ ଭାବର ହୋଇପାରନ୍ତି । ସ୍ୱାଭିମାନି ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ସର୍ଦ୍ଦି-କଫରେ ପୀଡ଼ିତ ହୋଇପାରନ୍ତି । ଅଷ୍ଟମଚନ୍ଦ୍ର ଯୋଗଁ ସତର୍କ ରହିବେ ।
ମନୋବଳ ଦୃଢ଼ ରହିବ । ବିଭିନ୍ନ ସ୍ତରରୁ ସହଯୋଗ ମିଳିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ବନ୍ଧୁମେଳରେ ଅତିବାହିତ ହେବ । ପତ୍ନୀଙ୍କ ପରାମର୍ଶରେ ଚଳିବେ ।
ପରସ୍ଥିତି ଆୟତ୍ତାଧୀନ ହେବ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହେବା ଆଶା କରାଯାଏ । ବଭିନ୍ନ କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । ଦିନ ଭିତରେ ଭଲ, ମନ୍ଦ ମଶ୍ରିତ ଫଳ ମିଳିବ ।
ଲେଖା-ପଢ଼ାରେ କୃତିତ୍ୱ ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ଧାର୍ମିକ, ତେଜସ୍ୱୀ ଓ ବିବେକୀ ହେବେ ।
ବ୍ୟୟଭାର ବଢ଼ି ଯାଇପାରେ । କଳହମୁକ୍ତ ରହିପାରନ୍ତି । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ବ୍ୟକ୍ତି ବିଶେଷ ଭାବେ ନିଜର ପରିଚୟ ସୃଷ୍ଟି କରିବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । କୃଷି କ୍ଷେତ ଉପରେ ଧ୍ୟାନ ଦେବେ । ବୁଦ୍ଧିମାନ୍ ହେବେ ।
ବ୍ୟବସାୟରେ ଲାଭ-କ୍ଷତି ସମାନ୍ତରାଳ ଗତି କରିବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସର ସହ କାର୍ଯ୍ୟ କରିବେ ।
ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ପତ୍ନୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ବଭିନ୍ନ ଦିଗରୁ ଧନାଗମ ହେବ ।
ବ୍ୟବସାୟ ଲାଭଜନକ ହେବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ମୋକଦ୍ଦମାରେ ବିଜୟୀ ହୋଇ ତତ୍‌ଜନିତ ଧନ ଲାଭ ହେବ । ଚିନ୍ତାଧାରା ଉନ୍ନତମାନର ହେବ ।
 ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି । ଥଣ୍ଡା-କଫଜନିତ ପୀଡ଼ା ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଚାଟୁ ବାକ୍ୟରେ ପରକୁ ଆପଣାର କରିପାରନ୍ତି । ଧାର୍ମିକ ପ୍ରକୃତିର ହେବେ । ସାହସୀ ଓ ଜ୍ଞାନୀ ହେବେ । ପୁଣ୍ୟବାନ୍ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments