![]() |
କଳେ, ବଳେ, କୌଶଳେ କାର୍ଯ୍ୟ ହାସଲ କରିବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଯୁଦ୍ଧକ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରିବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଯଶସ୍ୱୀ ହେବେ । |
![]() |
ସମ୍ମାନିତ ହେବେ । ଥଣ୍ଡାଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ସାହସୀ ହେବେ । ଜ୍ଞାନୀ ହୋଇପାରନ୍ତି । ଗୁପ୍ତ ବିଦ୍ୟାରେ ରୁଚି ରହିବ । |
![]() |
ବୁଝି, ବିଚାରି କାର୍ଯ୍ୟ କରିବାକୁ ପଡ଼ିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । |
![]() |
ଆୟ ଉତ୍ତମ ଧରଣର ହୋଇପାରେ । ବଂଶ ମର୍ଯ୍ୟାଦା ରକ୍ଷା କରିବା ପାଇଁ ଉପଯୁକ୍ତ ଦାୟାଦ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟୀ ହେବେ । ଯଶସ୍ୱୀ ହେବେ । ବ୍ୟବସାୟ ଲାଭଯୁକ୍ତ ହେବେ । |
![]() |
ଯୋଗାଯୋଗ ଫଳ ଦାୟକ ହେବ । କର୍ମଚଞ୍ଚଳ ରହିବେ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି । ବିଦ୍ୱାନ ଓ ସାହସୀ ହେବେ । ଦାମ୍ପତ୍ୟ ସୁଖ ମିଳିବ । |
![]() |
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସେବା ପୂଜା ପ୍ରତି ଧ୍ୟାନ ଦେବେ । ପ୍ରତିହିଂସା ପରାୟଣ ହେବେ । ଧନ ଓ ଯାନବାହାନଯୁକ୍ତ ହୋଇପାରନ୍ତି । ମଧୁରଭାଷୀ ହେବେ । ପୁତ୍ର ବା ମିତ୍ର ଲାଭର ସୂଚନା ମିଳୁଛି । ସ୍ୱାଭିମାନୀ ହେବେ । |
![]() |
କର୍ମାନୁସାରେ ଫଳପ୍ରାପ୍ତ ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜସେବା ପ୍ରତି ମନ ବଳାଇ ପାରନ୍ତି । ବନ୍ଧୁ ସହାୟତା ପାଇ ଆଶ୍ୱସ୍ତ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀ ଆପଣଙ୍କୁ ପତନରୁ ରକ୍ଷା କରିବେ । |
![]() |
ବନ୍ଧୁ ସହଯୋଗ ପାଇ ଅସାଧ୍ୟ ସାଧନ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । |
![]() |
ଯେକୌଣସି କାର୍ଯ୍ୟ କରନ୍ତୁ ନା କାହିଁକି; ସଫଳତା ମିଳିବ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ଲାଭ ହେବ । |
![]() |
ଯାତ୍ରା ଯୋଗ ଅଛି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖଭୋଗ କରିବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମରେ ତତ୍ପର ହୋଇପାରନ୍ତି । |
![]() |
ଯୋଗାଯୋଗ ସୁଫଳଦାୟକ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନ ଭାଇଙ୍କ ଠାରୁ ଆଦର ସମ୍ମାନ ମିଳିବ । ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ । |
![]() |
ପରିଶ୍ରମର ମୂଲ୍ୟ ମିଳିବ । ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି । ବିଭିନ୍ନ ଦିଗରୁ ଧନାଗମ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କ ସହାୟତା ମିଳିବ । |