OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 2th June 2019

Odia Rashiphala

Odia Rashiphala

ଭ୍ରାତୃ ବିବାଦ ସୃଷ୍ଟି ହୋଇପାରେ । ଆଳସ୍ୟ ପରାୟଣ ହୋଇପାରନ୍ତି । ସୌଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ ।
ସମ୍ମାନିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲି-ମୋକଦ୍ଦମାରେ ବିଜୟୀ ହେବେ । ତତ୍‌ଜନିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ । ରୋଜଗାର ଆଶାନୁରୂପ ହେବ । ଚିନ୍ତାଧାରା ମହତ୍ ହେବ ।
ବନ୍ଧୁ ସହାୟତା ପାଇଁ ଚେଷ୍ଟା କରବେ । ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫରେ ପୀଡ଼ିତ ହୋଇପାରନ୍ତି । ଏକାନ୍ତ ପ୍ରିୟ ଓ ମଧୁରଭାଷୀ ହୋଇପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ ।
ଦେବ ଦର୍ଶନ ପାଇ ଖୁସି ହୋଇପାରନ୍ତି । ସୁସ୍ଥ ନିରାମୟ ଜୀବନଯାପନ କରବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତି ସହ ସମ୍ମାନ ମିଳିବ । କରିତ୍‌କର୍ମା ହେବେ ।
 ଅଭାବ ଦୂରେଇ ଯିବ । କର୍ମତତ୍ପରତା ପ୍ରକାଶ ପାଇବ । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି ।
ଆଶ୍ୱସ୍ତି ମିଳିବ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ କଟାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରବେ । ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ୱାନ ଓ ସାହସୀ ହେବେ । ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହେବେ ।
ଅର୍ଥାଭାବ ଦୂରେଇ ଯାଇପାରେ । ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ଅସହିଷ୍ଣୁ ଭାବ ପ୍ରକାଶ କରିପାରନ୍ତି । ସ୍ୱାଭିମାନୀ ହେବେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଯାନବାହନ ଚଳାଚଳରେ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ । ଜଳଯାତ୍ରା ନିଷେଧ ।
ଆଶ୍ୱସ୍ତି ମିଳିବ । କୁଳଦୀପକ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବା ପ୍ରତି ଆଗ୍ରହୀ ହେବେ । ମନରେ ଅହଂଭାବ ଜାଗ୍ରତ ହେବ । ଶାନ୍ତ ଓ ଧୈର୍ଯ୍ୟବାନ ହୋଇପାରନ୍ତି । ପତ୍ନୀଙ୍କ ସଦୁପଦେଶ ଆପଣଙ୍କର ଉପାଦେୟ ହେବ ।
ପାରିବାରିକ ଜୀବନ ସୁଖପ୍ରଦ ହୋଇପାରେ । ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହବେ । ବଳିଷ୍ଠ ହେବେ । ଶତ୍ରୁ ଦମନ କରିପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ ।
ଦ୍ରବ୍ୟ ଲାଭର ସୁଯୋଗ ଅଛି । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟକ୍ଷେତ୍ରରେ ଆଗକୁ ବଢ଼ି ପାରନ୍ତି । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଭାବେ ଧନଲାଭ ହୋଇପାରେ । ଲଟେରି ଉଠାଣ ଆପଣଙ୍କ ସପକ୍ଷରେ ଯିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
ପାରିବାରିକ ଜୀବନରେ ସୁଖ ଅନୁଭବ କରିପାରନ୍ତି । ବାଦାନୁ-ବାଦରେ ବିଜୟୀ ହେବେ । ଉଦାର ସ୍ୱଭାବର ହେବେ । ଦାନ-ଧର୍ମ ଉପରେ ଗୁରୁତ୍ୱ ଦେବେ । ବ୍ୟକ୍ତିତ୍ୱର ବିକାଶ ଘଟିବ । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମକାରୀ ହେବେ ।
ନୂତନ ଅଭିଜ୍ଞତା ଅର୍ଜନ କରିପାରନ୍ତି । ମନୋବଳ ଦୃଢ଼ ରହିବ । ମନ ପ୍ରସନ୍ନ ରହିବ । ଆତ୍ମିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫରେ ପୀଡ଼ିତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କ ଠାରୁ ଆଦର-ସମ୍ମାନ ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments