OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 30th Aug 2020

Odia Rashiphala

Odia Rashiphala

ମନ ପ୍ରସନ୍ନ ରହିବ । କୁଳପ୍ରଦୀପ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟୀ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ରହିବ । ରାଜକୃପା ମିଳିବ ।
ମାର୍ଗ ଆଲୋକିତ ହୋଇରହିଛି। ଅଗ୍ରଗାମୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗବିଳାସରେ ସମୟ କଟାଇପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ଯୋଗା-ଯୋଗରେ ସଫଳତା ମିଳିବ । ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟରୁ କିଛିଟା ଲାଭ ମିଳିବ । ଖର୍ଚ୍ଚାନ୍ତ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ ।
ଘରଲୋକଙ୍କୁ ପଛରେ ପକାଇ ପରଲୋକଙ୍କୁ ଈଶ୍ୱର ମନେ କରିପାରନ୍ତି । ସମାଜ ସେବା ପ୍ରତି ମନବଳିବ । ବ୍ୟବସାୟ ଲାଭଜନକ ହେବ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ ।
ଶତ୍ରୁର ଉପସ୍ଥିତି ଆପଣଙ୍କୁ କ୍ରୋଧିତ କରିପାରେ । ଭାଇମାନଙ୍କ ସହଯୋଗ ମିଳିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରି ପାଇବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟପାତ୍ର ହେବେ ।
କର୍ମ ଚଞ୍ଚଳ ରହିବେ । କନ୍ୟାସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଲାଭଜନକ ହେବ । ଧାର୍ମିକ ତେଜସ୍ୱୀ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ ।
ସ୍ୱୟଂସିଦ୍ଧ ହେବେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ପୁଣ୍ୟରେ ଦୀକ୍ଷିତ ହେବେ । ବ୍ୟକ୍ତିତ୍ୱର ବିକାଶ ଘଟିବ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ ହେବେ ।
ଶ୍ରେଷ୍ଠ ସମ୍ମାନରେ ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଈଶ୍ବର ବିଶ୍ୱାସୀ ହେବେ । ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ । ବନ୍ଧୁପ୍ରେମୀ ହେବେ ।
ଆଶା, ଫଳବତୀ ହେବ । କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ । ଭାଗ୍ୟଶାଳୀ ହେବେ । ମଧୁର ଭାଷା, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରସୁଖ ମିଳିବ । ଧନାଗମର ସୂଚନା ମିଳୁଛି । ବିଦ୍ୟାବାନ୍ ହେବେ ।
ଶ୍ରୀଚନ୍ଦ୍ର ଭୋଗହେତୁ ପ୍ରୀତି ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଆୟ ପରିମାଣ ବୃଦ୍ଧି ପାଇବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେ‌ବେ । ଧନ-ସମ୍ପଦ ଭରପୁର ରହିବ । ସୁସ୍ଥ ଓ ନିରାମୟ ରହିବେ ।
ଯେକୌଣସି କାର୍ଯ୍ୟରେ ହାତ ଦିଅନ୍ତୁ ନା କାହିଁକି ସଫଳତା ନିଶ୍ଚିତ ମିଳିବ । କର୍ମଚଞ୍ଚଳ ରହିବେ । ମଧୁରଭାଷାରେ ଅଧସ୍ତନମାନଙ୍କ ପ୍ରିୟପାତ୍ର ହେବେ । ସାହସୀ ଓ ଜ୍ଞାନୀ ହେବେ । ଘାତଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
ଅତୀତ ସମସ୍ୟାର ସମାଧାନ କରିବାରେ ସଫଳ ହେବେ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହ ଧନାଲାଭ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments