![]() |
ଭ୍ରାତୃ ବିବାଦରେ ଜଡ଼ିତ ହୋଇପାରନ୍ତି। ଅଶାବାଦୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ। ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତି ବିଶେଷ ହୋଇପାରନ୍ତି। ପରଦେଶବାସୀ, ମଧରୁଭାଷୀ, ସହନଶୀଳ, ଶାନ୍ତିପ୍ରିୟ , ବିଦ୍ୟାପ୍ରେମୀ ହେବେ। |
![]() |
ନୂତନ କାର୍ଯ୍ୟରେ ମନ ଦେବେ। ସଖ-ସମ୍ମାନ ଲାଭ କରିବେ । ଐଶ୍ବର୍ଯ୍ୟଯୁକ୍ତ ହେବେ। ରଣାଙ୍ଗନରେ ପାରଦର୍ଶିତା ଲାଭ କରିବେ । ମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ। ଧନ-ସମ୍ପଦ ଭରପରୁ ରହିବ। |
![]() |
ଶାରୀରିକ ସ୍ତରରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଥଣ୍ଡା-କଫରେ ଆକ୍ରାନ୍ତ ହେବେ। ଚଞ୍ଚଳ ସ୍ବଭାବର ହେବେ। ନେତ୍ର ରୋଗୀ ଓ ମଧରୁ ଭାଷୀ ହେବେ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତବିଦ୍ୟାରେ ରୁଚି ରହିବ। |
![]() |
କର୍ମରେ ଆଗ୍ରହୀ ହେବେ। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ। ପରଦେଶୀ ହୋଇପାରନ୍ତି। ସରକାରୀ ସ୍ତରରେ ଉଚ୍ଚ ସମ୍ମାନ ଲାଭ କରିବେ । |
![]() |
ମାନସିକ ସ୍ତରରେ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ଶରୀର ସୁସ୍ଥ ରହିବ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିବେ । ପାରିବାରିକ ସ୍ନେହ ରହିବ। |
![]() |
ବ୍ୟବସାୟ ସଂପ୍ରସାରିତ ହେବା ସହିତ ଲାଭ ବୃଦ୍ଧି ହେବାର ସୂଚନା ମିଳୁଛି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ- ସମୃଦ୍ଧିପୂ୍ର୍ଣ୍ଣ ଜୀବନ-ଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ। |
![]() |
ଗୃହ କାର୍ଯ୍ୟରେ ମନ ଦେବେ। ସୁଖ-ସନ୍ତୋଷ ଲାଭ କରିବେ । ଈର୍ଷାଳୁ ସ୍ୱଭାବର ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିବେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଜଳଯାତ୍ରା କରିବା ମନା। |
![]() |
ଦେବ ଦର୍ଶନ କରିବାର ସୁଯୋଗ ମିଳିବ। ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ଆଗ୍ରହୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହୋଇପାରେ। |
![]() |
ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହେବ। ଦୃଢ଼ମନୋବାଳ ନେଇ କାର୍ଯ୍ୟ ସମ୍ପାଦନ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ଶରୀର ସୁସ୍ଥ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିକ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହେବେ। ପ୍ରଶଂସିତ ହେବେ। |
![]() |
ମନ ପ୍ରଫୁଲ୍ଲ ରହିବ। କୌଣସି କାରଣରୁ ମନରେ ଭୟର ସଂଚାର ହୋଇପାରେ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ। |
![]() |
ଯାତ୍ରା ବାଧାପ୍ରାପ୍ତ ହୋଇପାରେ। ଉଦାର ସ୍ୱଭାବର ହେବେ। ଦାନଶୀଳ ହେବା ଆଶାକରାଯାଏ। ସୁଖୀ ହେବେ। ଶୋଭନ ବ୍ୟକ୍ତ୍ୱତିର ପରପ୍ରିକାଶ ଘଟାଇ ପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି। କୃଷିକ୍ଷେତକୁ ତ୍ୱରାନ୍ୱିତ କରିବେ । ଜଳ ପ୍ରତି ଆଦର ଓ ବୁଦ୍ଧିମାନ୍ ହେବେ। |
![]() |
ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧରୁଭାଷୀ ହୋଇପାରନ୍ତି। ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ, ସାହସୀ ହେବେ। ସାନ ଭାଇଙ୍କ ଠାରୁ ଆଦର ମିଳିବ। |