OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 30th June 2019

Odia Rashiphala

Odia Rashiphala

ଭ୍ରାତୃ ବିବାଦରେ ଜଡ଼ିତ ହୋଇପାରନ୍ତି। ଅଶାବାଦୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ। ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତି ବିଶେଷ ହୋଇପାରନ୍ତି। ପରଦେଶବାସୀ, ମଧରୁଭାଷୀ, ସହନଶୀଳ, ଶାନ୍ତିପ୍ରିୟ , ବିଦ୍ୟାପ୍ରେମୀ ହେବେ।
ନୂତନ କାର୍ଯ୍ୟରେ ମନ ଦେବେ। ସଖ-ସମ୍ମାନ ଲାଭ କରିବେ । ଐଶ୍ବର୍ଯ୍ୟଯୁକ୍ତ ହେବେ। ରଣାଙ୍ଗନରେ ପାରଦର୍ଶିତା ଲାଭ କରିବେ । ମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ। ଧନ-ସମ୍ପଦ ଭରପରୁ ରହିବ।
 ଶାରୀରିକ ସ୍ତରରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଥଣ୍ଡା-କଫରେ ଆକ୍ରାନ୍ତ ହେବେ। ଚଞ୍ଚଳ ସ୍ବଭାବର ହେବେ। ନେତ୍ର ରୋଗୀ ଓ ମଧରୁ ଭାଷୀ ହେବେ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତବିଦ୍ୟାରେ ରୁଚି ରହିବ।
 କର୍ମରେ ଆଗ୍ରହୀ ହେବେ। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ। ପରଦେଶୀ ହୋଇପାରନ୍ତି। ସରକାରୀ ସ୍ତରରେ ଉଚ୍ଚ ସମ୍ମାନ ଲାଭ କରିବେ ।
ମାନସିକ ସ୍ତରରେ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ଶରୀର ସୁସ୍ଥ ରହିବ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିବେ । ପାରିବାରିକ ସ୍ନେହ ରହିବ।
ବ୍ୟବସାୟ ସଂପ୍ରସାରିତ ହେବା ସହିତ ଲାଭ ବୃଦ୍ଧି ହେବାର ସୂଚନା ମିଳୁଛି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ- ସମୃଦ୍ଧିପୂ୍ର୍ଣ୍ଣ ଜୀବନ-ଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ।
ଗୃହ କାର୍ଯ୍ୟରେ ମନ ଦେବେ। ସୁଖ-ସନ୍ତୋଷ ଲାଭ କରିବେ । ଈର୍ଷାଳୁ ସ୍ୱଭାବର ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିବେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଜଳଯାତ୍ରା କରିବା ମନା।
ଦେବ ଦର୍ଶନ କରିବାର ସୁଯୋଗ ମିଳିବ। ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ଆଗ୍ରହୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହୋଇପାରେ।
ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହେବ। ଦୃଢ଼ମନୋବାଳ ନେଇ କାର୍ଯ୍ୟ ସମ୍ପାଦନ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ଶରୀର ସୁସ୍ଥ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିକ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହେବେ। ପ୍ରଶଂସିତ ହେବେ।
ମନ ପ୍ରଫୁଲ୍ଲ ରହିବ। କୌଣସି କାରଣରୁ ମନରେ ଭୟର ସଂଚାର ହୋଇପାରେ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ।
ଯାତ୍ରା ବାଧାପ୍ରାପ୍ତ ହୋଇପାରେ। ଉଦାର ସ୍ୱଭାବର ହେବେ। ଦାନଶୀଳ ହେବା ଆଶାକରାଯାଏ। ସୁଖୀ ହେବେ। ଶୋଭନ ବ୍ୟକ୍ତ୍ୱତିର ପରପ୍ରିକାଶ ଘଟାଇ ପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି। କୃଷିକ୍ଷେତକୁ ତ୍ୱରାନ୍ୱିତ କରିବେ । ଜଳ ପ୍ରତି ଆଦର ଓ ବୁଦ୍ଧିମାନ୍ ହେବେ।
ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧରୁଭାଷୀ ହୋଇପାରନ୍ତି। ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ, ସାହସୀ ହେବେ। ସାନ ଭାଇଙ୍କ ଠାରୁ ଆଦର ମିଳିବ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments